ଦିଲ୍ଲୀରେ ଭୂକମ୍ପ ଝଟକା ଅନୁଭୂତ
ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଯାହାର କମ୍ପନ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୭ ରହିଥିଲା।
ପୃଥିବୀ ପୃଷ୍ଠଠାରୁ ୨୫୫ କିଲୋମିଟର ଗଭୀରରେ ଏହି ଭୂକମ୍ପ ରେକର୍ଡ କରାଯାଇଛି। ଆଫଗାନିସ୍ତାନ ସମୟ…