Latest Odisha News

BREAKING NEWS

Browsing Tag

Delhi Ordinance

ଦିଲ୍ଲୀ ଅଧ୍ୟାଦେଶକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ, ଶୀଘ୍ର ସଂସଦରେ ହେବ ଉପସ୍ଥାପନ

ନୂଆଦିଲ୍ଲୀ: ଦିଲ୍ଲୀରେ ଅଧିକାରୀଙ୍କ ବଦଳି ଓ ନିଯୁକ୍ତି ଅଧ୍ୟାଦେଶ ସମ୍ପର୍କିତ ବିଲକୁ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି । ଏବେ ସଂସଦର ମୌସୁମୀ ଅଧିବେଶନରେ କେନ୍ଦ୍ର ସରକାର ଏହି ବିଲକୁ ଉପସ୍ଥାପନ କରି ପାରନ୍ତି । ଗତ ମେ ୧୯ରେ କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଥିଲେ ।…

ଆପ ଚାପରେ, କଂଗ୍ରେସ ଚେପା !

ଭୁବନେଶ୍ୱର: ବିରୋଧୀ ଦଳଗୁଡିକର ଦ୍ଵିତୀୟ ବୈଠକ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ବୈଠକର ନେତୃତ୍ୱ କଂଗ୍ରେସ ନେଉଥିବାରୁ ଦଳ ବେଶ ତତ୍ପର ହୋଇଛି। ସେଥିପାଇଁ କିଭଳି ବିରୋଧୀ ମାନେ ଗୋଟିଏ ମଞ୍ଚରେ ପୁଣିଥରେ ଏକାଠି ହେବେ ସେଥିପାଇଁ ଉଦ୍ୟମ ଜୋରଦାର ହେଉଛି। ପାଟନା ବୈଠକରେ ବିରୋଧୀ…

କେଜରିୱାଲଙ୍କୁ ପାନେ ଦେଲେ ବିରୋଧୀ !

ଭୁବନେଶ୍ୱର: ଦିଲ୍ଲୀ ଅଧ୍ୟାଦେଶକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା। ପାଟନାରେ ହୋଇଥିବା ବିରୋଧୀ ଦଳ ଗୁଡିକର ବୈଠକରେ କେଜରିୱାଲ ଦିଲ୍ଲୀ ଅଧ୍ୟାଦେଶ ବିରୋଧରେ ସବୁ ଦଳ ଏକାଠି ହୋଇ…

ଚତୁର୍ଥ ପାସ୍ ରାଜାଙ୍କୁ ବୁଝା ପଡ଼ୁନି ଦେଶ କେମିତି ଚଳାଇବେ ?: ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ଦିଲ୍ଲୀର ରାମଲୀଳା ମୈଦାନରେ ଆମ୍ ଆଦମୀ ପାର୍ଟି ମହାରାଲି ଆରମ୍ଭ କରିଛି । ମହାରାଲିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ କହିଛନ୍ତି, ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ ଜନତା ଦିଲ୍ଲୀର ମାଲିକ । କିନ୍ତୁ…