ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଦିବସ ପାଳନ
ନୂଆ ଦିଲ୍ଲୀ : ରାଜଧାନୀ ଦିଲ୍ଲୀ ହାଉଜଖାସର ପ୍ରମୁଖ ଜଗନ୍ନାଥ ମନ୍ଦିର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରାଯାଇଛି। ତିନିଦିନ ଧରି ଅନୁଷ୍ଠିତ ଏହି ମହୋତ୍ସବରେ ସହସ୍ରାଧିକ ଭକ୍ତ ସାମିଲ ହୋଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ…