ଆନ୍ଧ୍ର ଓ ତେଲେଙ୍ଗାନାରୁ ଆସୁଥିଲେ ୧୪ ଦିନିଆ କ୍ବାରେଣ୍ଟାଇନ ବାଧ୍ୟତାମୂଳକ
ନୂଆଦିଲ୍ଲୀ: ସମଗ୍ର ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଏଭଳି ସ୍ଥଳେ ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରୁ ଦିଲ୍ଲୀକୁ ଆସୁଥିବା ସମସ୍ତ ଲୋକଙ୍କ ପାଇଁ ଇନଷ୍ଟିଚ୍ୟୁସନାଲ୍ କ୍ବାରେଣ୍ଟାଇନ ବାଧ୍ୟତାମୂଳକ କରାଯାଇଛି।
ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ଭାଇରସର ଏକ ଭାରିଏଣ୍ଟ ଚିହ୍ନଟ…