କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୯ ଜୀବନ୍ତ ଦଗ୍ଧ
ନୂଆଦିଲ୍ଲୀ: ନୂଆଦିଲ୍ଲୀ ଅନ୍ତର୍ଗତ କରାଡି ଅଞ୍ଚଳସ୍ଥିତ ଏକ କପଡା ଗୋଦାମରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିବାରୁ ପ୍ରାୟ ୯ ଜଣଙ୍କର ମୃତ୍ୟୁ ହୋଇଥିôବାବେଳେ ୧୦ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି ।
ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…