ପୁରୀ ‘ବଡ ଆଖଡା ମଠ’ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ପୁରୀ: ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଦିନ ୫ଶହ ବର୍ଷ ପୁରୁଣା ବଡ ଆଖଡା ମଠକୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି ।
ଘଟଣାସ୍ଥଳରେ ପ୍ରାୟ ୨୫ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିବା ନେଇ ପୁରୀ ଜିଲ୍ଲାପାଳ ବଳବନ୍ତ ସିଂହ ପ୍ରକାଶ କରିଛନ୍ତି ।
ଗଣମାଧ୍ୟମକୁ ସୂଚନା ଦେଇ ବଡ ଆଖଡା…