କେମିତି ବଦଳାଇବେ ୨ ହଜାର ନୋଟ୍, ଏସବିଆଇ ଦେଲା ବଡ଼ ସୂଚନା
ଭୁବନେଶ୍ୱର: ୨ ହଜାର ନୋଟ୍ ପ୍ରତ୍ୟାହାର ନେଇ ଆରବିଆଇର ଘୋଷଣା ପରେ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି । କିଭଳି ୨ ହଜାର ନୋଟକୁ ବଦଳାଇବେ ସେ ନେଇ ଅନେକ ଚିନ୍ତିତ ହୋଇ ପଡ଼ିଥିବା ବେଳେ ଏସବିଆଇ ପକ୍ଷରୁ ଜାରି କରାଯାଇଛି ଗାଇଡଲାଇନ୍ ।
ଦେଶର ସବୁଠୁ ବଡ଼ ବ୍ୟାଙ୍କ ଏସବିଆଇ ପକ୍ଷରୁ କୁହାଯାଇଛି,…