Latest Odisha News
Browsing Tag

dengue vaccine

କିମ୍‍ସରେ ପ୍ରଥମ ଡେଙ୍ଗୁ ଟିକାର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ୍‍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଭାରତର ପ୍ରଥମ ସ୍ୱଦେଶୀ ଡେଙ୍ଗୁ ଟିକା ‘ଡେଙ୍ଗିଆଲ୍‍’ ପାଇଁ କ୍ଲିନିକାଲ୍‍ ପରୀକ୍ଷଣର ତୃତୀୟ ପର୍ଯ୍ୟାୟ ଆଜି କିମ୍‍ସରେ ଆରମ୍ଭ ହୋଇଛି । ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ (ଆଇସିଏମ୍‍ଆର୍‍) ସହଯୋଗରେ ପାନାସିଆ ବାୟୋଟେକ୍‍ ଦ୍ୱାରା ବିକଶିତ ସ୍ୱଦେଶୀ ଟେଟ୍ରାଭେଲାଣ୍ଟ…

ଭାରତରେ ପ୍ରଥମ; ଡେଙ୍ଗୁ ଟିକା ପାଇଁ ୩ୟ ପର୍ଯାୟ ଟ୍ରାଏଲ ଆରମ୍ଭ

ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଆସିବ ଡେଙ୍ଗୁ ଟିକା। ପ୍ରଥମ ଥର ପାଇଁ ଭାରତରେ ଡେଙ୍ଗୁ ଟିକା ତିଆରି ପାଇଁ ୩ୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଆରମ୍ଭ ହୋଇଛି। ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) ଏବଂ ପେନ୍ସିଆ ବାୟୋଟେକ୍ ମିଳିତ ଭାବେ ଏହା ଉପରେ କାର୍ଯ୍ୟ କରୁଛନ୍ତି।…