Latest Odisha News

BREAKING NEWS

Browsing Tag

Dense FOG

୩ ଦିନ ଘନ କୁହୁଡ଼ି, ବଢ଼ିବ ଦିନ ତାପମାତ୍ରା

ଭୁବନେଶ୍ୱର: ଆଜି ରାଜ୍ୟର ୯ ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି । ବୌଦ୍ଧ, ନୟାଗଡ଼ ଏବଂ ତାଳଚେରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ରହିଛି । ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪…

ଆଉ ୨ ଦିନ ଘନ କୁହୁଡ଼ି, ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଭୋର୍ ସମୟରେ ଘନ କୁହୁଡ଼ି ଦେଖା ଯାଉଛି । ଆସନ୍ତା ୨ ଦିନ ବିଭିନ୍ନ ଜିଲ୍ଲାରେ ସକାଳ ସମୟରେ କୁହୁଡ଼ି ଦୃଶ୍ୟମାନ ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୨ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ଟ୍ୱିନ୍‌ ସିଟିରେ ଘନକୁହୁଡ଼ି, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଆଜି ସକାଳୁ ଟ୍ୱିନ୍‌ ସିଟିରେ ଘନକୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଭୁବନେଶ୍ୱର ଓ କଟକରେ ଘନକୁହୁଡ଼ି ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି । ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଏଥିସହ ରାଜ୍ୟର ଅନେକ ଜିଲ୍ଲାରେ ମଧ୍ୟ କୁହୁଡ଼ି ହୋଇଛି । ମାତ୍ର ୨୦ରୁ ୩୦ ମିଟର ମଧ୍ୟରେ…

ଘନ କୁହୁଡ଼ି ନେଇ ୩ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଶୁଖିଲା ପାଗ ଲାଗି ରହିଥିବା ବେଳେ ଶୀତ କମିଛି । ଅନ୍ୟପଟେ ଲାଗି ରହୁଛି କୁହୁ଼ଡ଼ି । ଏଭଳି ପାଗ ଆଉ ୩ ଦିନ ଯାଏ ଲାଗି ରହିବ । ଘନ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।…

ଆଉ ୩ ଦିନ ଘନ କୁହୁଡ଼ି, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଶୀତ କମିଥିବା ବେଳେ ଭୋରରୁ ଲାଗି ରହୁଛି ଘନ କୁହୁଡ଼ି । ଏଭଳି ପାଗ ଆଉ ୩ ଦିନ ଯାଏ ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ୧୯ ସକାଳ ଯାଏ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ସ୍ୱଳ୍ପ ବର୍ଷା…

କମୁଛି ଶୀତ, ୩ ଦିନ ଘନ କୁହୁଡ଼ି ଆଶଙ୍କା

ଭୁବନେଶ୍ୱର: ମଧ୍ୟ ଭାରତରେ ସକ୍ରିୟ ରହିଥିବା ଗୁରୁଚାପ ବଳୟ ଏବେ ପୂର୍ବ ମୁହାଁ ହୋଇ ରାଜ୍ୟ ଉପରେ କାୟା ବିସ୍ତାର କରିଛି । ଫଳରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ହେବା ସହ ଶୀତ କମୁଛି । ବାୟୁ ମଣ୍ଡଳରେ ଆଦ୍ରତା ବୃଦ୍ଧି ସହିତ ଆସନ୍ତା ୩ ଦିନ ରାଜ୍ୟର କିଛି…

ଶୀତ ନାହିଁ, ୨ ଦିନ ଘନ କୁହୁଡ଼ି

ଭୁବନେଶ୍ୱର: ନୂଆବର୍ଷରେ ବି ଶୀତ ନାହିଁ । ସାମୁଦ୍ରିକ ବାୟୁର ପ୍ରଭାବରେ ବାୟୁ ମଣ୍ଡଳରେ ଜଳୀୟ ବାଷ୍ପର ପରିମାଣ ବୃଦ୍ଧି ପାଇଛି । ଗୁରୁଚାପ ବଳୟ ସକ୍ରିୟ ଯୋଗୁ ବାୟୁ ମଣ୍ଡଳର ସ୍ଥିରତ ବୃଦ୍ଧି ପାଇଥିବାରୁ ରାତି ତାପମାତ୍ରା ବଢ଼ିଛି । ଫଳରେ ଶୀତ କମିଥିବା ବେଳେ କିଛି ଅଞ୍ଚଳରେ ଆଗାମୀ ୨ ଦିନ…

ଧଳାଚାଦରରେ ଘୋଡ଼େଇ ହୋଇଛି ରାଜ୍ୟ, ସବୁଠି ଘନ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ । ଯେପରି ଧଳାଚାଦରରେ ଘୋଡ଼େଇ ହୋଇଛି ସହରଠୁ ପଲ୍ଲୀ । ସକାଳୁ ୮ଟା ଯାଏ ବି ରାସ୍ତା ପରିଷ୍କାର ଦେଖାଯାଉନଥିଲା । ଏୟାରପୋର୍ଟ ଅଞ୍ଚଳରେ ସର୍ବନିମ୍ନ ଦୃଶ୍ୟମାନ ଦୂରତା ୫୦ ମିଟର ରହିଥିବା ସୂଚନା ମିଳିଛି । ଟ୍ୱିନ ସିଟି…

ରାଜଧାନୀରେ ଘନ କୁହୁଡି, ଦିଶୁନି ରାସ୍ତାଘାଟ

ଭୁବନେଶ୍ୱର: ରାଜଧାନୀରେ ଘନ କୁହୁଡି। ୧୦-୨୦ ମିଟର ଦୂରରୁ ବି କିଛି ଦେଖା ଯାଉ। ଯୁଆଡ଼େ ଦେଖିଲେ ଖାଲି ଧୂଆମୟ ପରିବେଶ ଭଳି ଲାଗୁଛି। ଅତି ନିକଟରେ ଥିବା ଲୋକ ବି ଦେଖା ଯାଉ ନାହାଁନ୍ତି।  ସକାଳୁ ସକାଳୁ ଏମିତି ଦୃଶ୍ୟ ଦେଖା ଯାଇଥିଲା ରାଜଧାନୀ ଭୁବନେଶ୍ୱରରେ। କୁହୁଡି ତଳେ ଲୁଚି ଯାଇଥିଲା ବଡ…

କୁହୁଡ଼ି ଚାଦର ତଳେ ଭୁବନେଶ୍ୱର, ଦିଶୁ ନଥିଲା ରାସ୍ତାଘାଟ

ଭୁବନେଶ୍ୱର: ପାଗରେ ପରବର୍ତ୍ତନ । ରାଜଧାନୀରେ ଘନ କୁହୁଡ଼ି । ଆଜି ସକାଳୁ ସକାଳୁ କୁହୁଡ଼ି ଚାଦରରେ ଘୋଡ଼ାଇ ହୋଇଯାଇଥିଲା ସାରା ଭୁବନେଶ୍ୱର । ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା । ଅତି ପାଖରୁ ବି ଦେଖାଯାଉ ନଥିଲା ରାସ୍ତାଘାଟ । ଏତେ ଜୋରରେ କୁହୁଡ଼ି ପଡ଼ିଥିଲା ଯେ, ମୁହଁକୁ ମୁହଁ…