Latest Odisha News
Browsing Tag

Deogarh

ରେଳ ମାନଚିତ୍ରରେ ଯୋଡ଼ି ହେବ ଦେବଗଡ଼ ! ବାରକୋଟ-ଝାରସୁଗୁଡ଼ା ରେଳ ଲାଇନ୍ ପାଇଁ ହେବ ଚୂଡ଼ାନ୍ତ ସର୍ଭେ

ଭୁବନେଶ୍ୱର: ପ୍ରଥମଥର ପାଇଁ ରେଲୱେ ସହ ଯୋଡ଼ି ହେବାକୁ ଯାଉଛି ଦେବଗଡ଼ ଜିଲ୍ଲା । ବାରକୋଟ-ଝାରସୁଗୁଡ଼ା ମଧ୍ୟରେ ନୂତନ ରେଳ ଲାଇନ୍ ପାଇଁ ଫାଇନାଲ୍ ଲୋକେସନ୍ ସର୍ଭେ ପାଇଁ ଅନୁମୋଦନ କରିଛି ଭାରତୀୟ ରେଳବାଇ । ରେଳ ମନ୍ତ୍ରଣାଳୟ ପକ୍ଷରୁ ଫାଇନାଲ୍ ଲୋକେସନ୍ ସର୍ଭେ ପାଇଁ ଅନୁମତି ମିଳିଥିବା…

ଅନଲାଇନ୍ ଜୁଆ ଖେଳ, ଦେବଗଡ଼ରୁ ୬ ଗିରଫ

ଦେବଗଡ଼: ବେଆଇନ୍ ଭାବେ ଅନଲାଇନ୍ ଜୁଆ ଖେଳ ମାମଲାରେ ୬ ଜଣ ଯୁବକଙ୍କୁ ଦେବଗଡ଼ ଜିଲ୍ଲାରୁ ଗିରଫ କରାଯାଇଛି । ସୂଚନା ଅନୁସାରେ, ଦେବଗଡ଼ର ଆଦର୍ଶ ଥାନା ପୋଲିସ ଲାଲୁସାହୁ ସ୍ଥିତ ଏକ ଭଡ଼ାଘରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା । ରେଡ୍ ବେଳେ ୬ ଯୁବକ ଧରା ପଡ଼ିଛନ୍ତି । ୬…

ପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଲେ ଦେବଗଡ଼ ବିଜେପି ସଭାପତି ମୀନକେତନ

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲା ବିଜେପି ସଭାପତି ମୀନକେତନ ପ୍ରଧାନ ବିଜେପି ଛାଡ଼ି ବିଜେଡିରେ ମିଶିଛନ୍ତି । ମୀନକେତନ ବିଜେଡିରେ ମିଶିବା ପରେ ବିଜେପି ଦେବଗଡ଼ ଜିଲ୍ଲା ସଭାପତି ଭାବେ ଅରୁଣ କୁମାର ସାହୁଙ୍କୁ ଦାୟିତ୍ୱ ଦେଇଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ…

ବିଜେଡିର ଲକ୍ଷ୍ୟ କେବଳ ନିର୍ବାଚନ ଜିତିବା, କିଏ ମଲା କିଏ ଗଲା କିଛି ଯାଏ ଆସେନି: ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର: ଶାସକ ବିଜୁ ଜନତା ଦଳ ସବୁବେଳେ ନିର୍ବାଚନ କିଭଳି ଜିତିବ ତାହା ଦେଖେ । କିଏ ମରିଗଲା, କିଏ ହଜିଗଲା ତାଙ୍କର ଦଳର ଲୋକ, କିଏ ବିଧାୟକ ସେମାନେ କିଛି ଦେଖୁ ନାହାଁନ୍ତି । ସେମାନେ ଦେଖୁଛନ୍ତି କିଏ ମରିଗଲା, ସେଠି ନିର୍ବାଚନ କରି କିଭଳି ଜିତିବେ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ…

[ଭିଡ଼ିଓ]ଚାଷ ଜମି ସମସ୍ୟାକୁ ନେଇ ତହସିଲ କାର୍ଯ୍ୟାଳୟରେ ତାଲା ପକାଇଲେ ଗାଁ ଲୋକ

ଦେବଗଡ଼ : ଚାଷ ଜମିକୁ ମାଡୁନି ଜଳ । ହେଲେ ଲୋକଙ୍କୁ ଜଳକର ପୈଠ କରିବା ପାଇଁ  ନୋଟିସ ଜାରି କରୁଛନ୍ତି ସରକାର। ଏହାକୁ ବିରୋଧ କରି ଦେବଗଡ଼ ଜିଲ୍ଲା ରିଆମାଳ ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଦେବଗଡ଼ କୋଟପଡ଼ା ଗ୍ରାମବାସୀ । ଦେବଗଡ଼ ଜିଲ୍ଲାର ରିଆମାଳ ବ୍ଲକ…

ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ

ଦେବଗଡ: ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଏଏସଆଇ ପରମାନନ୍ଦ ନାଏକ ନିଲମ୍ବିତ ହୋଇଛନ୍ତି । ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ସେ ନିଲମ୍ବିତ ହୋଇଛନ୍ତି । ‘ମୋ ସରକାର’ ପକ୍ଷରୁ ଫୋନରେ ଯୋଗାଯୋଗ କରାଯିବା ପରେ ଲାଞ୍ଚ ମାଗିଥିବା ଜଣାପଡିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।…

ତାଲା ଭାଙ୍ଗି ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଲୁଟ୍ ଉଦ୍ୟମ

ଦେବଗଡ: ଦେବଗଡରେ ମାତିଛନ୍ତି ଲୁଟେରା । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପଲମ ସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଲୁଟ୍ ଉଦ୍ୟମ କରିଛନ୍ତି । ତାଲା ଭାଙ୍ଗି ଲୁଟେରାମାନେ ବ୍ୟାଙ୍କ ଭିତରକୁ ପଶିଥିବା କୁହାଯାଉଛି । ତେବେ ସେମାନଙ୍କ ଉଦ୍ୟମ ବିଫଳ ହୋଇଛି । ବ୍ୟାଙ୍କରୁ ଟଙ୍କା…