Latest Odisha News
Browsing Tag

Depression

ଦୁର୍ବଳ ପଡ଼ିଲା ଅସାନି, ଦୁଇ ଦିନ ପରେ ରାଜ୍ୟରେ ବଢ଼ିବ ତାତି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ଅସାନି ଦୁର୍ବଳ ହୋଇଛି । ପ୍ରଥମେ ଗଭୀର ଅବପାତ ଓ ଆଜି ଅବପାତରେ ପରିଣତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ଆହୁରି ଦୁର୍ବଳ ପଡ଼ିବ । ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହେବ ଡିପ୍ରେସନ୍ । ଗତକାଲି ଆନ୍ଧ୍ର ଉପକୂଳ ଅତିକ୍ରମ କରିଥିଲା ଅସାନି । ଏହାପରେ…

ବଙ୍ଗୋପସାଗରରେ ଅବପାତ, ନେଇପାରେ ସାଇକ୍ଲୋନିକ ଷ୍ଟର୍ମ ରୂପ

ଭୁବନେଶ୍ୱର: ଡିପ୍ରେସନ୍ ପରେ ଡିପ୍ରେସନ୍ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ନେଇଛି ଅବପାତର ରୂପ । ଆଗକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଡିପ ଡିପ୍ରିସେନରେ ପରିଣର ହେବ । ଏହି ମଡେଲ୍ ପଶ୍ଟିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତା…

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ୱେଲମାର୍କଡ ଲୋ ପ୍ରେସର ବର୍ତ୍ତମାନ ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ତଥା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଏହି ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ…

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଗତ ୨୪ ଘଂଟା ମଧ୍ୟରେ ଘନୀଭୁତ ହୋଇପାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ଧୀରେ ଧୀରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ଆନ୍ଧ୍ର ଉପକୂଳରେ ଏହା ଘନୀଭୂତ ହୋଇ ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହେବ । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ…

ଆଜି ଲଘୁଚାପ, କାଲି ଡିପ୍ରେସନ୍, ୧୧ରୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଦାନା ବାନ୍ଧିବ ଲଘୁଚାପ ବଳୟ । ଏହା ଧୀରେ ଧୀରେ ଘନୀଭୂତ ହେବ । ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଭିତରେ ନେବ ଡିପ୍ରେସନର ରୂପ । ଭାରତୀୟ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଡିପ୍ରେସନର ଧୀରେ ଧୀରେ…

ଜୀବନରେ ବିଷାଦର କାରଣ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ମଣିଷ ଯେତେବେଳେ ନିଜ ଜୀବନରେ କିଛି ଆଶାର ସମ୍ଭାବନା ଦେଖିପାରେ ନାହିଁ, ସେତେବେଳେ ସେ ବିଷାଦର ସ୍ଥିତିକୁ ଚାଲିଯାଏ । ଦୀର୍ଘ ଦିନ ଧରି ବିଷାଦର ସ୍ଥିତିରେ ରହିଲେ ତାର ଜୀବନ ପ୍ରତି ଲୋଭ ତୁଟିଯାଏ । ଆମେ ଜାଣିଛେ ଛାତ୍ରମାନେ ନିଜ…

ଅବପାତର ରୂପ ନେବ ଲଘୁଚାପ, ଓଡିଶାରେ ସାମୁଦ୍ରିକ ଝଡ ଆଶଙ୍କା !

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ଉପରେ ସୃଷ୍ଟି ହୋଇଥିବା ଏକ ଘୃର୍ଣ୍ଣିବଳୟ ଧିରେଧିରେ ଲଘୁଚାପରେ ପରିଣତ ହେଉଥିବା ନେଇ ସୋମବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଏହି ଘୃର୍ଣ୍ଣିବଳୟ କ୍ରମଶଃ…