ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ଗତ ୨୪ ଘଂଟା ମଧ୍ୟରେ ଘନୀଭୁତ ହୋଇପାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ଧୀରେ ଧୀରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ଆନ୍ଧ୍ର ଉପକୂଳରେ ଏହା ଘନୀଭୂତ ହୋଇ ୱେଲ୍ମାର୍କ ଲୋ ପ୍ରେସରରେ ପରିଣତ ହେବ । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ…