Latest Odisha News

BREAKING NEWS

Browsing Tag

Deputy Speaker

ଉପବାଚସ୍ପତିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ସାମ୍ନାରୁ ପିଟିଲା ଟ୍ରକ୍

ଅନୁଗୁଳ: ଅନୁଗୁଳରୁ ଫେରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଉପବାଚସ୍ପତିଙ୍କ ଗାଡ଼ି । ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ କାର୍ଯ୍ୟକ୍ରମ ପରେ କାର ଯୋଗେ ଉପବାଚସ୍ପତି ରଜନୀକାନ୍ତ ସିଂହ ଫେରୁଥିଲେ । ପଞ୍ଚମହଲା ନିକଟରେ ତାଙ୍କ କାରକୁ ଏକ ଟ୍ରକ୍ ସାମ୍ନାରୁ ଧକ୍କା ଦେଇଥିଲା । କାରର ଡାହାଣ…

ଉପବାଚସ୍ପତି ରଜନୀକାନ୍ତ ସିଂହ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଓଡିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଅସୁସ୍ଥ ହୋଇ ଗୁରୁବାର ଦିନ କ୍ୟାପିଟାଲ୍ ହସ୍ପିଟାଲରେ ଚିକିତ୍ସାଧିନ ରହିଛନ୍ତି । ମିଳିଥିବା ସୂଚନାନୁଯାୟୀ ତାଙ୍କୁ ପ୍ରଦାନ କରାଯାଇଥିବା ନୂଆ ବଙ୍ଗଳାରେ ରଜନୀକାନ୍ତ ଥିବାବେଳେ କୌଣସି କାରଣ ବଶତଃ ଆଜି ସକାଳେ ତାଙ୍କର ଗୋଡ…

ବିଧାନସଭାର ଉପ ବାଚସ୍ପତି ହେଲେ ରଜନୀକାନ୍ତ ସିଂହ

ଭୁବନେଶ୍ୱର : ବିଜେଡି ନେତା ରଜନୀକାନ୍ତ ସିଂହ ଗୁରୁବାର ଦିନ ବିଧାନସଭାର ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଶ୍ରୀଯୁକ୍ତ ସିଂହ ଆଜି ନିଦ୍ୱନ୍ଦରେ ନିର୍ବାଚିତ ହେବା ପରେ ସର୍ବସମ୍ମତି କ୍ରମେ ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଉପବାଚସ୍ପତି ପଦ ଲାଗି ବିଧାନସଭାର…

ପ୍ରଣବ ସରକାରୀ ଉପ-ମୁଖ୍ୟ ସଚେତକ ଓ ରଜନୀକାନ୍ତ ସିଂହ ବିଜେଡିର ଉପ-ବାଚସ୍ପତି ପ୍ରାର୍ଥୀ ଘୋଷିତ

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ବିଧାନସଭା ଉପବାଚସ୍ପତି ପଦ ପାଇଁ ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ମନୋନୀତ କରିଛନ୍ତି। ସେହିପରି ଯାଜପୁର ଜିଲ୍ଳାର ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ସରକାରୀ ଦଳ…