ଧାରାବାହିକ ଉପନ୍ୟାସ : ଦେବୀ (୫୦)
କାମଦେବ ମହାରଣାଙ୍କ ଧାରାବାହିକ ଉପନ୍ୟାସ “ଦେବୀ” : ଭାଗ ୫୦
ଆଠ ଦିନ ପରେ ଦେବ ଭାଇ ଗାଆଁ କୁ ଫେରି ସେ ଟେଷ୍ଟ ପରୀକ୍ଷାରେ ଭଲ କରିଛି ଜାଣି ଖୁବ୍ ଖୁସି ହେଲେ। ସେ ଏତେ ଖୁସି ହେବା କେବେ ଦେଖିନଥିଲା ଦେବୀ। ସେ ଆହୁରି ଆଶ୍ଚର୍ଯ୍ୟ ହେଲା ଯେତେବେଳେ ଦେବ ଭାଇ କହିଲେ - ତୁ ଯଦି ଏମିତି ମାର୍କ…