Latest Odisha News

BREAKING NEWS

Browsing Tag

Devi Durga

ଆଜି ମଣ୍ଡପରେ ଶକ୍ତିମୟୀଙ୍କ ମହାନବମୀ

ଭୁବନେଶ୍ୱର: ଆଜି ମହାମାୟାଙ୍କ ମହାନବମୀ ପୂଜା । ମଣ୍ଡପରେ ସୂର୍ୟ୍ୟ ପୂଜା, ଗୋ ପୂଜା ପରେ ଆରତୀ କରାଯିବାର ପରମ୍ପରା ରହିଛି । ମା’ଙ୍କୁ ୧୦୮ ଦୀପ ସମର୍ପଣ କରାଯାଇ ପଣା ଓ ନୈବେଦ୍ୟ ଅର୍ପଣ କରାଯିବ । ମହାନବମୀ ପାଇଁ ମଣ୍ଡପରେ ଭକ୍ତିମୟ ପରିବେଶ । କିନ୍ତୁ ଭକ୍ତ ନଥିବାରୁ ଭକ୍ତିଭାବ ନାହିଁ ।…

ମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ ପୂଜା

ଭୁବନେଶ୍ୱର: ଧରାବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା । ତାଙ୍କ ଆଗମନରେ ଗଗନ ପବନ ଚଳଚଞ୍ଚଳ । ମଣ୍ଡପରେ ବିରାଜିଛନ୍ତି ଦୁର୍ଗତିନାଶିନୀ । ମହାମାୟାଙ୍କ ଆଜି ମହାସପ୍ତମୀ ପୂଜା । ଗତକାଲି ଷଷ୍ଠୀରେ ମାଆଙ୍କର ବିଲ୍ୱବରଣ ନୀତି ଅୁଷ୍ଠିତ ହୋଇଥିଲା । ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ ପରିସର ।…