Latest Odisha News
Browsing Tag

Dfo

ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ଦନ୍ତାହାତୀର ମୃତ୍ୟୁ

କେନ୍ଦୁଝର : ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ଦନ୍ତାହାତୀର ଜୀବନ ଯାଇଛି। ସୂଚନା ଅନୁସାରେ କେନ୍ଦୁଝର ଚମ୍ପୁଆ ରେଞ୍ଜ୍ ବାମେବାରି ଫରେଷ୍ଟ ସେକ୍ସନ ନୟାଗଡ଼ ବିଟ୍ ବସନ୍ତପୁର ଜଡ଼ିପଦାସାହିରେ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ…

ହାତୀ କଙ୍କାଳ ଉଦ୍ଧାର ଘଟଣାରେ ତଦନ୍ତ ପରିସରଭୁକ୍ତ ହେବେ ଆଠଗଡ ଡିଏଫଓ !

ଆଠଗଡ଼: କଟକ ଜିଲ୍ଲା ବଡମ୍ବା ଜଙ୍ଗଲରୁ ଦୁଇଟି ହାତୀ କଙ୍କାଳ ଉଦ୍ଧାର ଘଟଣାରେ ଆଠଗଡ଼ ଡିଏଫଓ ତଦନ୍ତ ପରିସରଭୁକ୍ତ ହୋଇପାରନ୍ତି। ଓଡ଼ିଶା ବନ ସଂରକ୍ଷକ ମୁଖ୍ୟ ବା ପିସିସିଏଫ ଶଶୀ ପଲ୍ ସୋମବାର କହିଛନ୍ତି ଯେ ବଡମ୍ବା ଜଙ୍ଗଲରୁ ହାତୀ କଙ୍କାଳ ଉଦ୍ଧାର ଘଟଣାର ତଦନ୍ତ ଜାରି ରହିଛି । ଆବଶ୍ୟକ ପଡ଼ିଲେ…

ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ 

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ପୁଣି ଦନ୍ତା ହାତୀର ମୃତ୍ୟୁ ହୋଇଛି । ଜୁଜୁମୁରା କଂସର ଜଙ୍ଗଲରେ ବିଦ୍ୟୁତ ଆଘାତରେ ମାଈ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।  ଜଙ୍ଗଲରେ ହାତୀଟି ବାଉଁଶ ଗଛ ଭାଙ୍ଗି ଖାଉଥିବା ବେଳେ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ହାତୀବାରିରୁ ଜୁଜୁମୁରା ୧୧…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁରର ‘କୋଟିପତି’ ଡିଏଫଓ

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଫସିଲେ ପୁଣି ଜଣେ ସରକାରୀ ବାବୁ । ବାବୁ ଜଣଙ୍କ ହେଉଛନ୍ତି ବ୍ରହ୍ମପୁରର ଡିଏଫଓ ଆଶିଷ କୁମାର ବେହେରା । ଘର ଓ ସମ୍ପତ୍ତି ଉପରେ ଚଢ଼ାଉ କରି ଲଗାଦର ଦୁଇ ଦିନ ଧରି ଛାନଭିନ କରିବା ପରେ ରବିବାର ଦିନ ଡିଏଫଓଙ୍କୁ ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ…

ଭିଜିଲାନ୍ସ ଜାଲରେ ଫସିଲେ ବ୍ରହ୍ମପୁର ଡିଏଫଓ

ବ୍ରହ୍ମପୁର: ବ୍ରହ୍ମପୁର ଡିଏଫଓ ଆଶିଷ କୁମାର ବେହେରାଙ୍କ ବିରୋଧରେ ଆୟ ବହିର୍ଭତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସୂଚନା ଅନୁଯାୟୀ କଟକ ଭିଜିଲାନ୍ସ ସେଲର ଆଣ୍ଟି-କରପସନ୍ ୱିଙ୍ଗ୍ ଶ୍ରୀ ବେହେରାଙ୍କ ବ୍ରହ୍ମପୁର ସ୍ଥିତ କାର୍ଯ୍ୟାଳୟ ଓ…