Latest Odisha News

BREAKING NEWS

Browsing Tag

DGP Abhay

ଚଳିତ ବର୍ଷ ଜବତ ହୋଇଛି ୨୦ କେଜି ବ୍ରାଉନ ସୁଗାର: ଡିଜିପି

ଭୁବନେଶ୍ୱର: ବ୍ରାଉନ ସୁଗାର ଜବତରେ ପୁଣି ପୋଲିସକୁ ମିଳିଛି ବଡ ସଫଳତା । ଗୋଟିଏ ଦିନରେ ୪ କେଜି ୨୫ ଗ୍ରାମ୍ ବ୍ରାଉନ ସୁଗାର ଜବତ କରିଛି ଏସଟିଏଫ । ଏହି କାରବାରରେ ଜଳେଶ୍ଵର ଥାନା ଅଞ୍ଚଳରୁ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ଏ ବର୍ଷ ଏସଟିଏଫ ହାତରେ ଲାଗିଛି ୨୦ କେଜି ୭୩୬ ଗ୍ରାମ…

ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ କଥା ହେଲେ ଡିଜିପି

ଭୁବନେଶ୍ୱର: ପୋଲିସ ଡିଜି ଅଭୟ ଆଜି ରାଜ୍ୟର ସମସ୍ତ ରେଂଜ ଆଇଜି, ଡିଆଇଜି, ସମସ୍ତ ଜିଲ୍ଲା ଏସପି, ଟ୍ୱିନ ସିଟି ଡିଏସପି ଏବଂ କଟକ ଓ ରାଉରକେଲା ରେଳବାଇ ଏସପିଙ୍କ ସହ ଭିଡିଓ କନଫରେନ୍ସିଂରେ ବିିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଜଣେ ପୋଲିସ କର୍ମଚାରୀ ଓ ଅଧିକାରୀ…

ପୋଲିସ-ମାଓବାଦୀ ଗୁଳିବିନିମୟ, ୨ ମାଓବାଦୀ ନିହତ

ଭୁବନେଶ୍ୱର: କନ୍ଧମାଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ପୋଲିସ ଗୁଳିରେ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏନେଇ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । We once again appeal to Maoists to lay down arms…

ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆହ୍ୱାନ: ଡିଜିପି

କନ୍ଧମାଳ: କନ୍ଧମାଳରେ ମାଓ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ଅଭୟ । ଏନ୍‌କାଉଣ୍ଟର ପାଇଁ କନ୍ଧମାଳ ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି ଡିଜିପି। ଏହା ସହ ମାଓବାଦୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ସେ ଆହ୍ବାନ ଦେଇଛନ୍ତି। ଆଗାମୀ ଦିନରେ କମ୍ବିଂ ଅପରେସନ ଜୋରଦାର କରାଯିବ…

ଷ୍ଟିଲ୍ ସିଟିରେ ଅପରାଧ ରୋକିବାକୁ ରାଉରକେଲା ପୋଲିସର ତତ୍ପରତା

ରାଉରକେଲା: ଷ୍ଟିଲ ସିଟି ରାଉରକେଲାରେ ଦିନକୁ ଦିନ ବଢୁଥିବା ଅପରାଧିକ ଘଟଣାକୁ ନିୟନ୍ତ୍ରଣ କରିବା ଉଦ୍ଦେଶ୍ୟରେ ଏସପି କାର୍ଯ୍ୟାଳୟରେ ଏକ ଅତ୍ୟାଧୁନିକ ନିୟନ୍ତ୍ରଣ କକ୍ଷର ଆରମ୍ଭ କରାଯାଇଛି । ଯାହାକୁ ପୋଲିସ ଡିଜି ଅଭୟଙ୍କ ଦ୍ୱାରା ରବିବାର ଦିନ ପ୍ରତିଷ୍ଠା କରାଯାଇଥିଲା । ଏହାବ୍ୟତିତ…

ଖୁବଶୀଘ୍ର ଟ୍ୱିନସିଟିରେ ହେବ ୟୁନିଫାଏଡ୍ କଣ୍ଟ୍ରୋଲ୍ ରୁମ୍: ଡିଜିପି

ଭୁବନେଶ୍ୱର: ଟ୍ୱିନସିଟି କଟକ ଓ ଭୁବନେଶ୍ୱରରେ ଖୁବଶୀଘ୍ର ୟୁନିଫାଏଡ୍ କଣ୍ଟ୍ରୋଲ୍ ରୁମ୍ (ୟୁସିଆର) ସ୍ଥାପିତ କରାଯିବ ବୋଲି ପୋଲିସ ଡିଜି ଅଭୟ ଗୁରୁବାର ଦିନ କହିଛନ୍ତି । ସହରରେ କମିଶନରେଟ୍ ପୋଲିସର ୧୨ତମ ସ୍ଥାପନା ଦିବସ ସମାରୋହରେ ଡିଜିପି ଏନେଇ କହିଛନ୍ତି । ଏହାବ୍ୟତିତ ଓଡିଶା…