Latest Odisha News

BREAKING NEWS

Browsing Tag

Dhabaleswar Temple

ଶେଷ ପର୍ଯ୍ୟାୟରେ ଧବଳେଶ୍ଵର ପୀଠକୁ ସଂଯୋଗ କରୁଥିବା ନୂତନ ସେତୁର ନିର୍ମାଣ କାର୍ଯ୍ୟ

ଭୁବନେଶ୍ବର: ଧବଳେଶ୍ଵର ପୀଠକୁ ସଂଯୋଗ କରୁଥିବା ନୂତନସ୍ଥାୟୀ ସେତୁର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଶେଷ ସ୍ପର୍ଶ ଦିଆଯିବା ପରେ ଏହା ସର୍ବସାଧାରଣଙ୍କ ଗମନାଗମନ ନିମନ୍ତେ ଉନ୍ମୁକ୍ତ ରହିବ । ପୂର୍ଣ୍ଣାଙ୍ଗ ସ୍ଥିତି ପରଖିଲେ ପ୍ରମୁଖ ଶାସନ ସଚିବ । ଏଣିକି ସ୍ଥଳପଥ ଦେଇ…

ପଞ୍ଚକରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ ମନା: ଆଜିଠୁ ପୀଠରେ ଲାଗିଲା ୧୪୪ ଧାରା

ଆଠଗଡ଼: ଚଳିତବର୍ଷ ପଞ୍ଚକରେ ବାବା ଧବଳେଶ୍ୱରଙ୍କ ଦର୍ଶନ ମନା । ପଞ୍ଚକ ଓ ବଡ଼ଓଷା ପାଇଁ ଧବଳେଶ୍ୱର ପୀଠରେ ଆଜିଠୁ ପ୍ରଶାସନ ଲଗାଇଛି ୧୪୪ ଧାରା । ଆଜି ପବିତ୍ର ଅଁଳା ନବମାଠାକୁ କାର୍ତ୍ତିକ ପୂର୍ଣ୍ଣିମା ଯାଏ ସର୍ବସାଧାରଣ ଦର୍ଶ ବନ୍ଦ । ୧୯ ତାରିଖ ଯାଏ ଧବଳେଶ୍ୱର ପୀଠରେ ଜାରି ରହିବ ୧୪୪ ଧାରା…

ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଧବଳେଶ୍ୱର

ଆଠଗଡ଼: ସମସ୍ତଙ୍କ ପାଇଁ ଖୋଲିଲା କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧା ଧବଳେଶ୍ଵର ପୀଠ । ଆଜିଠୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ଦୀର୍ଘ 9 ମାସ ପରେ ବାବା ଧବଳେଶ୍ୱରୁଙ୍କୁ ଚର୍ମଚକ୍ଷୁରେ ଦେଖିଛନ୍ତି ଭକ୍ତ । ମନ୍ଦିର ପରିସରରେ ଭାବ ବିହ୍ୱଳ ହୋଇ ପଡ଼ିଛନ୍ତି ଶ୍ରଦ୍ଧାଳୁ । କରୋନା କଟକଣା…

ଦର୍ଶନ ଦେଲେ ବାବା ଧବଳେଶ୍ୱର: ଆଜି ସେବାୟତଙ୍କ ପରିବାର, ୧୧ରୁ ସର୍ବସାଧାରଣ ଦର୍ଶନ

କଟକ: ୯ ମାସ ପରେ ଆଜିଠୁ ଖୋଲିଲା କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ମନ୍ଦିର । ଆଜି ସକାଳ ୬ଟାରୁ ମନ୍ଦିର କପାଟ ଖୋଲିଛି । ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ । କୋଭିଡ୍‌ କଟକଣା ଭିତରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଆଜିଠୁ ପୂଜକଙ୍କ ପରିବାର…

ବାବା ଧବଳେଶ୍ୱରଙ୍କୁ ରାତି ୩ଟାରେ ଲାଗି ହେଲା ଗଜଭୋଗ

ଆଠଗଡ଼(କଟକ): କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ପାଳିତ ହୋଇଛି ବଡ଼ଓଷା । ଏହି ଅବସରରେ ଗତକାଲି ରାତି ୩ଟାରେ ଗଜଭୋଗ ଲାଗି ହୋଇଥିଲା । ରାତି ଗୋଟାଏରେ ପହଡ଼ ଖୋଲାଯାଇ ମଙ୍ଗଳ ଆଳତି, ବାଳଭୋଗ ସହ ଅନ୍ୟାନ୍ୟ ନୀତିକାନ୍ତି ହୋଇଥିଲା । ଏହାପରେ ରାତି ୩ଟାରେ ବାବା…