Latest Odisha News

BREAKING NEWS

Browsing Tag

Dhabaleswar

ଆଜି ଧବଳେଶ୍ୱରକୁ ଖୋଲିବ କଂକ୍ରିଟ୍ ସେତୁ, ଶ୍ରଦ୍ଧାଳୁଙ୍କୁ ଯାତାୟତ ପାଇଁ ଅନୁମତି

ଆଠଗଡ଼: ଓଡ଼ିଶା ପ୍ରସିଦ୍ଧ ଶୈବକ୍ଷେତ୍ର ଧବଳେଶ୍ୱର ପୀଠକୁ ଯାତାୟତ ପାଇଁ ଆଜି ଖୋଲୁଛି କଂକ୍ରିଟ୍ ସେତୁ। ଦୀର୍ଘ ମାସ ଧରି ଲାଗିରହିଥିବା ସମସ୍ୟାର ସ୍ଥାୟୀ ସମାଧାନ ହେବ। ଏଣିକି ପୀଠକୁ ଭକ୍ତମାନେ ନିର୍ଭୟରେ ଯାତାୟତ କରିପାରିବେ। ପ୍ରଥମେ ପୀଠକୁ ଯିବା ପାଇଁ ଝୁଲା ପୋଲ ଲଗାଯାଇଥିଲା। ଏହାର…

ଖୋଲିଲା ଧବଳେଶ୍ୱର ପୀଠ, ବାବାଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

କଟକ: ଓଡ଼ିଶା ପ୍ରସିଦ୍ଧ ଧବଳେଶ୍ୱର ପୀଠ ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା । ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ପ୍ରଶାସନ । ମହାନଦୀ ମଧ୍ୟରେ ନିର୍ମିତ ହୋଇଛି ଅସ୍ଥାୟୀ ରାସ୍ତା । ଝୁଲାପୋଲ ବଦଳରେ ଅସ୍ଥାୟୀ ରାସ୍ତାରେ ଶ୍ରଦ୍ଧାଳୁ ମାନେ ଯାଇ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ…

ପଞ୍ଚୁକରେ ଧବଳେଶ୍ୱରଙ୍କ ଭର୍ଚୁଆଲ୍ ଦର୍ଶନ

କଟକ : ପଞ୍ଚୁକରେ ଭର୍ଚୁଆଲ୍ ମୋଡ୍ ରେ ଦର୍ଶନ ଦେବେ ପ୍ରଭୁ ଧବଳେଶ୍ୱର । ଧବଳେଶ୍ୱର ମେଳା ବାତିଲ୍ ହେବା ପରେ ଦର୍ଶନ ପାଇଁ ମନଊଣା କରିଥିଲେ ଶ୍ରଦ୍ଧାଳୁ । ହେଲେ କଟକ ଜିଲ୍ଲା ପ୍ରଶାସନ ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର ଘୋଷଣା କରିଛି । ଭୋଳାନାଥଙ୍କ ଅନଲାଇନ୍ ଦର୍ଶନ ପାଇଁ ଏଲଇଡି ଲଗାଇବାକୁ…

ଝୁଲା ପୋଲ ପାଇଁ ଧବଳେଶ୍ୱର ପୀଠକୁ ଭକ୍ତଙ୍କୁ ବାରଣ, ୧୪୪ ଧାରା ଜାରି

କଟକ: ବଡ଼ଓଷାରେ ଆଠଗଡ଼ର ବାବା ଧବଳେଶ୍ୱର ପୀଠରେ ହେବନି ଯାତ୍ରା । ଗୁଜରାଟର ମୋର୍ବି ଅଘଟଣ ପରେ ସୋମବାର ଝୁଲା ପୋଲ ଅଞ୍ଚଳରେ ୧୪୪ ଧାରା ଜାରି କରିଥିଲା । ଆଜି ଜିଲ୍ଲା ପ୍ରଶାସନ ବଡ଼ଓଷା ଯାତ୍ରାକୁ ବାତିଲ୍ କରିଛି । କଟକ ଏସପି ଦାୟିତ୍ୱରେ ଥିବା ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟାରିଆ…

ଧବଳେଶ୍ୱର ଝୁଲା ପୋଲ ଉପରେ ଲାଗିଲା କଟକଣା, ଥରକେ ଯାଇପାରିବେ ୨୦୦ ଯାତ୍ରୀ

କଟକ: ମୋର୍ବିର ଝୁଲା ପୋଲ ଭୁଶୁଡ଼ିବା ଘଟଣା ପରେ ଧବଳେଶ୍ବର ପୋଲ ଉପରେ ପଡ଼ିଲା ପ୍ରଭାବ । ଆଠଗଡ଼ରେ ପ୍ରସିଦ୍ଧ ଧବଳେଶ୍ୱର ଝୁଲା ପୋଲର କ୍ଷମତା କମିଥିବାରୁ ଭକ୍ତଙ୍କ ଯିବାଆସିବା ନେଇ ପ୍ରଶାସନ ଲଗାଇଲେ କଟକଣା । ଝୁଲା ପୋଲ ଉପରେ ଥରକେ ୨୦୦ ଯାତ୍ରୀଙ୍କୁ ଯିବା ଆସିବା କରିବା ପାଇଁ ଦେଲେ…