ଧାରାବାହିକ ଉପନ୍ୟାସ : ଦେବୀ (୨୨)
କାମଦେବ ମହାରଣାଙ୍କ ଧାରାବାହିକ ଉପନ୍ୟାସ “ଦେବୀ” : ଭାଗ ୨୨
ସମୟ ଆସି ଭୋର ହେଲାଣି। ସାରା ରାତି ଉଜାଗର ହୋଇ ଦେବ ବସିଛି ମୁହାଣ ପାଖରେ। ୟା ଭିତରେ ସହସ୍ର ଲହରୀ ଆସି ମିଳେଇ ଗଲେଣି ନଈ ଛାତିରେ । ନିର୍ବାକ ତାରା କେତୋଟି ସତେ ଯେମିତି ଦେବ ସହିତ ଉଜାଗର ହୋଇ ବସିଛନ୍ତି।ତା' ଆଖି ଆଗରେ…