ଧାରାବାହିକ ଉପନ୍ୟାସ : ଚୋରାବାଲି (୮୨)
ସ୍ୱର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଚୋରାବାଲି’ ଭାଗ : ୮୨
ତା' ପରେ ପିଲାଙ୍କୁ ପଢେଇଲେ ଶାନ୍ତି ମିଳେ । ତାଙ୍କ ସହ ସମୟ କଟିଯିବା । ଆଉ ମୂଖ୍ୟ କଥା ହେଲା, ବଞ୍ଚିବା ପାଇଁ ନୂଆ ବାହାନାଟିଏ ମିଳିଛି । ତା'କୁ ମଣିଷ କରିବ । ବାଙ୍ଗାଲୁର୍ ହସପିଟାଲ୍ରୁ ହରିଶ୍ ଖବର ଦେଲା ।…