ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୧୦୨)
କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’
ସେଇ ମଧୁ ତାଙ୍କୁ ଆଜି ଶ୍ମଶାନ ଭୂମିକୁ ନେଇ ଆସିଛି, ତାଙ୍କର ବିବେକଶୂନ୍ୟତା ପାଇଁ ଅଭିଶାପ ଦେବା ଉଦ୍ଦେଶ୍ୟରେ ।
ତାଙ୍କ କାନରେ ପ୍ରତିଧ୍ୱନି ତୋଳୁଛି ମଧୁମତୀର ସ୍ୱର- ମୁଁ ଆଜି ମୁକ୍ତ... ଚିନ୍ତାଶୂନ୍ୟ । ତମକୁ…