ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର(୬୩)
ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର
ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ
ସିଡ଼୍ର କଥା ବୁଝିବା ପାଇଁ ରୋହାନ୍କୁ ଟିକେ ସମୟ ଲାଗିଲା । ମାତ୍ର ଯେତେବେଳେ ସେ ବୁଝି ପାରିଲା, ସର୍ବପ୍ରଥମେ ସେ ମୁହଁ ବୁଲେଇ ବୀରା ଆଡ଼କୁ ଚାହିଁଲା । ଖାସ୍ ଏଇୟା ଜାଣିବା ପାଇଁ ଯେ ସିଡ଼୍ର ପ୍ରଶ୍ନ ବୀରା…