ଧାରାବାହିକ ଉପନ୍ୟାସ : ଦେବୀ (୩୫)
କାମଦେବ ମହାରଣାଙ୍କ ଧାରାବାହିକ ଉପନ୍ୟାସ “ଦେବୀ” : ଭାଗ ୩୫
ମଣିଷ କାହିଁକି ଜନ୍ମନିଏ !କାହିଁକି ମରେ ! କାହିଁକି ସମୟର ହାତ ଧରି ସେ ଆଗକୁ ଆଗକୁ ଯାଏ। ପୁଣି ସ୍ମୃତିର ଖସଡ଼ା ପଥରେ ପଛକୁ ପଛକୁ ଫେରିଆସେ। ଏମିତି ଅନେକ ପ୍ରଶ୍ନ ବିଚଳିତ କରେ ଦେବକୁ। ବେଳେବେଳେ ଏଇ ପ୍ରଶ୍ନମାନଙ୍କୁ ଧରି…