ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୧୦୪)
କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’
ଚନ୍ଦ୍ରଭାନୁ ବୁଝିଗଲେ । ସେ ରୋହିଣୀ...ନର୍ତ୍ତକୀ ରୋହିଣୀ ।
ହଠାତ୍ ନୁପୂର ନିକ୍ୱଣ ବନ୍ଦ ହୋଇଗଲା । ରୋହିଣୀ ଚନ୍ଦ୍ରଭାନୁଙ୍କ ଶଯ୍ୟା ନିକଟକୁ ଧୀର ପଦକ୍ଷେପ ନେଇ ଆଗେଇଗଲା । ତା’ର ଅର୍ଦ୍ଧନଗ୍ନ ଶରୀରରେ…