ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୧୦୮)
କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’
ବକ୍ଷରେ କମ୍ପନ, ଶଙ୍କାକୁଳ ପାଦର ଗତି, ମନ ମସ୍ତିଷ୍କରେ ଚିନ୍ତାର ଆବର୍ତ୍ତ । ବହୁ ସାହସ କରି ମଧ୍ୟ ସେ ଦିନରେ ଆସି ପାରି ନଥିଲା । କାଳେ ଯଦି ପରିଚିତ କେହି ଦେଖେ ସେ ଚନ୍ଦ୍ରଭାନୁଙ୍କ ବାସଭବନକୁ ଯାଉଛି ବୋଲି ଆଉ ଯଦି…