ଏମ୍ଏସ୍ପି ବନ୍ଦ ହେବାର ପ୍ରଶ୍ନ ଉଠୁନି: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମ୍ଏସପି ବନ୍ଦ ହେବାର ପ୍ରଶ୍ନ ଉଠୁନି । ମୋଦି ସରକାର ସମୟରେ ଏମଏସପି ସର୍ବାଧିକ ବୃଦ୍ଧି କରାଯାଇଛି । ଓଡିଶାର ଚାଷୀଙ୍କଠାରୁ ଅଧିକ ପରିମାଣ ଓ ଅଧିକ ଅର୍ଥର ଖାଦ୍ୟଶସ୍ୟ କିଣାଯାଇଛି ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି…