Latest Odisha News

BREAKING NEWS

Browsing Tag

Dharmendra Pradhan

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ଦୁଇ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ର ମନ୍ତ୍ରୀ । ଭୁବନେଶ୍ୱରରେ ଆଜି ପହଞ୍ଚିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରରେ ନୂଆ ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ…

ଦେଶରେ ୨୪ଟି ଠକ ବିଶ୍ୱବିଦ୍ୟାଳୟ, ଓଡ଼ିଶାରେ ଅଛି ୨ଟି

ନୂଆଦିଲ୍ଲୀ: ଦେଶରେ ଛତୁ ଫୁଟିଲା ଭଳି ଶିକ୍ଷାନୁଷ୍ଠାନ । ବଡ଼ ବଡ଼ ବିଶ୍ୱବିଦ୍ୟାଳୟ ବି ରହିଛି । କିନ୍ତୁ ନକଲି ବିଶ୍ୱବିଦ୍ୟାଳୟ ସଂଖ୍ୟା ବି କିଛି କମ୍ ନୁହେଁ । ଏବେ ଦେଶରେ ସେଭଳି ୨୪ଟି ଠକ ବିଶ୍ୱବିଦ୍ୟାଳୟ ରହିଛି । ସେଗୁଡ଼ିକୁ ଫେକ୍ ୟୁନିଭର୍ସିଟି ଭାବରେ ଘୋଷଣା କରିଛି ୟୁସିଜି । ଏନେଇ…

ବିଜେଡି-ବିଜେପି ଆତ୍ମୀୟତାରୁ ବୈଷ୍ଣବଙ୍କୁ ଲାଭ; ଶିକ୍ଷାରୁ କଣ ପାଇବେ ଧର୍ମେନ୍ଦ୍ର?

ଭୁବନେଶ୍ଵର: ବହୁ ପ୍ରତୀକ୍ଷିତ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ସରିଯାଇଛି। ନିର୍ବାଚନ ଅପେକ୍ଷାରେ ଥିବା ବିଭିନ୍ନ ରାଜ୍ୟକୁ ଅଧିକ ଓ ଗୁରୁତ୍ଵପୂର୍ଣ୍ଣ ମନ୍ତ୍ରୀପଦ ମିଳିଛି। କିନ୍ତୁ ୨୦୨୪ରେ ନିର୍ବାଚନ ଥିବା ଓଡ଼ିଶାରେ ଏ ପରିବର୍ତ୍ତିତ ମନ୍ତ୍ରୀମଣ୍ଡଳକୁ କଣ ମିଳିବ ତାକୁ ନେଇ…

କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଶାଇ ଓଡ଼ଶାରୁ ୩ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ରର ଓଡ଼ିଶାରୁ ୩ ଜଣ ମନ୍ତ୍ରୀ ହୋଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ । ଦୁଇ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ଜଣେ ରାଷ୍ଟ୍ରମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟ୍ ମନ୍ତ୍ରୀ ହୋଇଛନ୍ତି । ସମ୍ପ୍ରସାରଣରେ…

କେନ୍ଦ୍ରୀୟ ଅର୍ଥରାଶି ୬୪୧ କୋଟି ଟଙ୍କା ବାତ୍ୟା ପ୍ରଭାବିତଙ୍କ ପାଇଁ ବ୍ୟବହାର କରାଯାଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ବାତ୍ୟା ୟାସ୍ ଓଡ଼ିଶାବାସୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଛି । ଏଥି ପାଇଁ କେନ୍ଦ୍ରରୁ ଆସିଥିବା ୬୪୧.୬ କୋଟି ଟଙ୍କାକୁ ବାତ୍ୟା ପ୍ରଭାବିତଙ୍କ ପାଇଁ ବ୍ୟବହାର କରାଯିବା ନେଇ ଆଜି ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟକୁ ଗତ ୧ତାରିଖରେ…

୪ଟି ଜିଲ୍ଲାରେ ୫୫୦ ବେଡ୍ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବ ଏମ୍‌ସିଏଲ, ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରଖିଲେ କେନ୍ଦ୍ର…

ଭୁବନେଶ୍ୱର: ସମ୍ୱଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳ ଜିଲ୍ଲାରେ ୫୫୦ ବେଡ୍ ସହ ଆନୁସଙ୍ଗିକ ବ୍ୟବସ୍ଥା କରିବ ଏମଏସିଏଲ୍ । ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଏନେଇ ଖଣି ମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ…

କୋଇଲା ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ତାଳଚେର MCL ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ କରିବାକୁ ଅନୁରୋଧ

ଭୁବନେଶ୍ୱର: ଅନୁଗୋଳ ଜିଲ୍ଲାର ତାଳଚେର ଏମସିଏଲ୍ ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ ଭାବରେ କାର୍ଯ୍ୟକ୍ଷମ କରିବାକୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେଠାରେ ୧୦୦ଟି ଭେଣ୍ଟିଲେଟର ବ୍ୟବସ୍ଥା ପାଇଁ ଅନୁରୋଧ…

ପିପିଲିରେ ହେଭିଓ୍ୱେଟ୍ କ୍ୟାମ୍ପେନ୍: ଆଜି ନବୀନ, କାଲିଠୁ ଧର୍ମେନ୍ଦ୍ରଙ୍କ ପ୍ରଚାର

ପୁରୀ: ପିପିଲି ଉପନିର୍ବାଚନକୁ ମଝିରେ ରହିଲା ଆଉ ୬ ଦିନ । ତିନି ଦିନ ପରେ ପ୍ରଚାର ଥମିଯିବ । ସମୟ କମ୍ । ନେତା ଓ କର୍ମୀଙ୍କୁ ନାହିଁ ଫୁରସତ । ଆଜିଠୁ ହେଭିଓ୍ୱେଟ୍ କ୍ୟାମ୍ପେନ୍ । ବିଜେଡି ପ୍ରଚାର ମୈଦାନକୁ ଓହ୍ଲାଇବେ ସୁପ୍ରିମୋ ନବୀନ ପଟ୍ଟନାୟକ । ଭର୍ଚୁଆଲରେ ବିଜେଡି ପ୍ରାର୍ଥୀ ରୁଦ୍ର…

ପିପିଲି ଉପନିର୍ବାଚନରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ନେଇ ମାହୋଲ ସରଗରମ ହେଲାଣି । ପ୍ରଚାର କରିବାକୁ ସହବାଜ ହେଲେମି ସବୁ ଦଳର ନେତା ଓ କର୍ମୀ । ଦଳର ବରିଷ୍ଠ ନେତାମାନେ ପ୍ରଚାର ମଇଦାନକୁ ଓହ୍ଲାଇବାକୁ ରେଡି ହେଲେଣି । ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ପ୍ରଫେସର ଗଣେଶୀ ଲାଲଙ୍କୁ ନିଜର ୧ ବର୍ଷର ଦରମା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟର ବିକାଶ ପାଇଁ ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କୁ ନିଜର ୧ ବର୍ଷର ଦରମା ପ୍ରଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ୨୦୧୯ରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି କାର୍ଯ୍ୟକ୍ରମରେ ଯୋଗଦେଇ…