Latest Odisha News

BREAKING NEWS

Browsing Tag

Dhenkanal

କଟକରେ ଯୋଡା ଶିଶୁଙ୍କ ଚିକିତ୍ସା କରିବେ ସ୍ୱତନ୍ତ୍ର ଟିମ୍

କଟକ : ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜନ୍ମିତ ଯୋଡା ଶିଶୁଙ୍କ ଚିକିତ୍ସା ନିମନ୍ତେ ୭ ଜଣ ଡାକ୍ତରଙ୍କୁ ନେଇ ଏକ ସ୍ପେଶାଲ ଟିମ୍ ଗଠନ କରାଯାଇଛି । ଏନେଇ କଟକ ଶିଶୁ ଭବନ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି । ଏହି ଟିମର ଅଧ୍ୟକ୍ଷତା ଡଃ ହିରଣ୍ୟ ମହାନ୍ତି କରୁଥିବା ନେଇ ଶିଶୁ ଭବନର…

ଓଡିଶାରେ ପୁଣି ଜନ୍ମ ନେଲେ ଯୋଡା ଶିଶୁ, ଏଥର ଝିଅ

ଢେଙ୍କାନାଳ : ଯୋଡାମୁଣ୍ଡ ଶିଶୁ ଜଗା-କାଳିଆ ସୁସ୍ଥ ହୋଇ ଓଡିଶା ଫେରିବାକୁ ଥିବା ବେଳେ ଏବେ ପୁଣି ଥରେ ଯାଆଁଳା ନବଜାତ ଯୋଡା ଶିଶୁକୁ ନେଇ ଓଡିଶାରେ ଚର୍ଚ୍ଚା ଜୋର ଧରିଛି । https://youtu.be/MGe-um2v1jo ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଛାତି ଠାରୁ ପେଟ ଯାଏଁ ଯୋଡି ହୋଇଥିବା…

ପଞ୍ଚଭୂତରେ ବିଲିନ ହେଲା ଓଡିଆ ସହିଦ ଯବାନ ଅଜିତଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର : ଜମ୍ମୁ-କାଶ୍ମୀର ଆଇଇଡି ବିସ୍ଫୋରଣରେ ସହିଦ ହୋଇଥିବା ଓଡିଆ ଯବାନ ଅଜିତ କୁମାର ସାହୁଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ ସଂପନ୍ନ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଅଜିତଙ୍କ ପାର୍ଥୀବ ଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ଆସି ପହଞ୍ଚିଥିଲା । ପରବର୍ତ୍ତୀ ସମୟରେ ସେନାପକ୍ଷରୁ…

ଗାଁରେ ପହଞ୍ଚିଲା ଓଡିଆ ଯବାନ ଅଜିତଙ୍କ ମରଶରୀର, ସହିଦଙ୍କୁ ଝୁରୁଛି ଜନ୍ମମାଟି

ଭୁବନେଶ୍ୱର : ଜମ୍ମୁ-କାଶ୍ମୀରରେ ଘଟିଥିବା ବର୍ବରୋଚିତ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡିଆ ଯବାନଙ୍କ ମରଶରୀର ଗୁରୁବାର ଦିନ ତାଙ୍କ ପୈତୃକ ଗ୍ରାମ ଢେଙ୍କାନାଳରେ ପହଞ୍ଚିଛି । ମିଳିଥିବା ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଅଜିତ ସାହୁଙ୍କ ପାର୍ଥୀବ ଶରୀର ଭୁବନେଶ୍ୱର…

ଆଜି ଗାଁରେ ପହଞ୍ଚିବ ଓଡିଆ ସହିଦ ଯବାନଙ୍କ ମରଶରୀର

ଭୁବନେଶ୍ୱର : ଜମ୍ମୁ-କାଶ୍ମୀରରେ ସୋମବାର ଦିନ ହୋଇଥିବା ଆଇଇଡି ବିସ୍ଫୋରଣରେ ସହିଦ ହୋଇଥିବା ଓଡିଆ ଯବାନ ଅଜିତ ସାହୁଙ୍କ ପାର୍ଥୀବ ଶରୀର ଆଜି ଓଡିଶାରେ ପହଞ୍ଚିବ । ପ୍ରାପ୍ତ ସୂଚନାନୁଯାୟୀ ଏହି ଓଡିଆ ଯବାନଙ୍କ ପାର୍ଥୀବ ଶରୀର ମଙ୍ଗଳବାର ପ୍ରାୟ ସନ୍ଧ୍ୟା ୬ଟା ବେଳେ ଭୁବନେଶ୍ୱର ସ୍ଥିତ ବିଜୁ…

ଜମ୍ମୁ-କାଶ୍ମୀର: ଆତଙ୍କବାଦୀ ଆକ୍ରମଣରେ ସହିଦ ହେଲେ ଓଡିଆ ଯବାନ

ଭୁବନେଶ୍ୱର : ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅନନ୍ତନାଗ ଜିଲ୍ଲାରେ ସୋମବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳି ବିନିମୟରେ ଜଣେ ଓଡିଆ ଯବାନ ସହିଦ ହୋଇଛନ୍ତି । ସହିଦ ଯବାନଙ୍କ ନାମ ଅଜିତ ସାହୁ ଏବଂ ତାଙ୍କ ଘର ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍ ଅନ୍ତର୍ଗତ…