ଅଲୋଡ଼ା ହେଲା ଶିଶୁକନ୍ୟା
ଢେଙ୍କାନାଳ : ଅଲୋଡ଼ା ହେଲା ଶିଶୁକନ୍ୟା ,କଙ୍ଗେଇଲୋ ଗାଁରୁ ଉଦ୍ଧାର ହେଲା ଶିଶୁକନ୍ୟାର ମୃତ ଦେହ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କଙ୍ଗେଇଲୋ ଗାଁ ଶବରସାହି ନିକଟରୁ ଗୋଟିଏ ନବଜାତ ଶିଶୁକନ୍ୟାର ମୃତ ଦେହ ଉଦ୍ଧାର କରାଯାଇଛି ।
ମୃତ ଦେହଟି ପ୍ରାୟ ୨ ରୁ ୩ ଦିନ ହେବ ବୋଲି ଅନୁମାନ…