Latest Odisha News

BREAKING NEWS

Browsing Tag

Dhenkanal

କପିଳାସ ଅଭୟାରଣ୍ୟରୁ ୨ ଶିକାରୀ ଗିରଫ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସ୍ଥିତ କପିଳାସ ଅଭୟାରଣ୍ୟରୁ ବନ ବିଭାଗ ପକ୍ଷରୁ ୨ ଜଣ ଶିକାରୀଙ୍କୁ ଗିରଫ କରାଯାଇଛି । ଗିରଫ ଦୁଇ ଜଣ ବ୍ୟକ୍ତି ଟୁନା କରୁଆ ଓ ଟ୍ୱିନ୍ କୋଣ୍ଡଲକାନେ ବୋଲି ଜଣାପଡିଛି । ସୂଚନାନୁଯାୟୀ, ବନ କର୍ମଚାରୀଙ୍କ ପକ୍ଷରୁ ଗତକାଲି ରାତିରେ ଉକ୍ତ ଅଞ୍ଚଳରେ ଚଢାଉ…

ଢେଙ୍କାନାଳ ଓ ଚୌଦ୍ୱାର ଅଞ୍ଚଳରେ ହାତୀ ପଲଙ୍କ ଉତ୍ପାତ

ଭୁବନେଶ୍ୱର: ଜଙ୍ଗଲ ଛାଡ଼ି ଜନବସତି ମୁହାଁ ଗଜରାଜ । ରାଜ୍ୟର ବିଭିନ୍ନ ସ୍ଥାନରେ ହାତୀଙ୍କ ଉପଦ୍ରବ ଖବର ସାମନାକୁ ଆସିଛି । ଢେଙ୍କାନାଳ ଜିଲ୍ଲା ସୋଗର ଗାଁରେ ହାତୀ ପଲ ଉପଦ୍ରବ ଚଳାଇଛନ୍ତି । ଗାଁ ଆଖପାଖରେ ବୁଲୁଛନ୍ତି ୨୩ଟି ହାତୀ । ଫଳରେ ସ୍ଥାନୀୟ ଲୋକ ଆତଙ୍କିତ ହୋଇ ପଡ଼ିଛନ୍ତି । ହାତୀ…

ହାତୀ ଉପଦ୍ରବରୁ ମୁକ୍ତି ଦେବ ‘ଐରାବତ’

ଢେ଼ଙ୍କାନାଳ: ଏଣିକି ହାତୀ ଉପଦ୍ରବରୁ ମିଳିବ ମୁକ୍ତି । ରକ୍ଷା କରିବ ‘ଐରାବତ’ । ହାତୀ ଉପଦ୍ରବ ରୋକିବା ପାଇଁ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ୍‌ ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ଐରାବତ ବସ୍ ଯୋଜନା । ଏହି ବସ୍‌  ମାଧ୍ୟମରେ ବନ କର୍ମଚାରୀ ଓ ଏଲିଫ୍ୟାଣ୍ଟ ସ୍କ୍ୱାଡ୍ ଏକାଠି ମିଶି ହାତୀଙ୍କ…

ଦଳି ଦେଲା ଦନ୍ତା, ସ୍ୱାମୀ ଆଗରେ ସ୍ତ୍ରୀକୁ କଚାଡି ମାରିଲା

ଢ଼େଙ୍କାନାଳ: ପୁଣି ହାତୀ ଉପଦ୍ରବ । ସ୍ୱାମୀ ଆଗରେ ସ୍ତ୍ରୀକୁ କଚାଡି ମାରିଲା ଦନ୍ତା । ଅଳ୍ପକେ ବର୍ତ୍ତିଗଲେ ସ୍ୱାମୀ । ଏଭଳି ଘଟଣା ଘଟିଛି ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ମଝିଖମଣ ଗାଁରେ । ମୃତକ ହେଉଛନ୍ତି ନେତ୍ରମଣି ସାହୁ । ସୂଚନାମୁତାବକ, ସ୍ବାମୀ ଓ ସ୍ତ୍ରୀ ବିଲକୁ ଯାଇଥିବା ବେଳେ ହାତୀ…

ହଜିଗଲା ମାନବିକତା: ମିଳିଲାନି ଚିକିତ୍ସା, ମେଡିକାଲ ଆଗରେ ଚାଲିଗଲା ଜୀବନ

ଢ଼େଙ୍କାନାଳ: କୋଭିଡ ରୋଗୀଙ୍କୁ ମିଳିଲାନି ଚିକିତ୍ସା । ମେଡିକାଲ ଆଗରେ ଚାଲିଗଲା ଜୀବନ । ଏଭଳି ହୃଦୟ ବିଦାରକ ଦୃଶ୍ୟ ଏବେ ଭାଇରାଲ ହେଉଛି । ଘଟଣାଟି ଘଟିଛି ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନା ସାମ୍ନାରେ । ଜଣେ ବ୍ୟକ୍ତି  ମୁଖ୍ୟ ଡାକ୍ତରଖାନା ସାମ୍ନାରେ ପଡିରହିଛନ୍ତି  ଓ ଅନ୍ୟ ଜଣେ ମହିଳା …

ଟେକ୍ନୋଲୋଜି ମାଧ୍ୟମରେ ଶିକ୍ଷାଦାନର ମାନ ବୃଦ୍ଧି ହେବ : ଶ୍ରୀକାନ୍ତ ମହାପାତ୍ର

ଢେଙ୍କାନାଳ: ଶିକ୍ଷା କ୍ଷେତ୍ରରେ ବୈଷୟିକ ବିଦ୍ୟା ବା ଟେକ୍ନୋଲୋଜି ଏକ ମୁଖ୍ୟ ଭୂମିକା ଗ୍ରହଣ କରୁଛି । ତେବେ ଜଣେ ଭଲ ଶିକ୍ଷକର ସ୍ଥାନ କେବେ ବି ଟେକ୍ନୋଲୋଜି ନେଇପାରିବନି । କିନ୍ତୁ ଟେକ୍ନୋଲୋଜି ମାଧ୍ୟମରେ ଶିକ୍ଷାଦାନର ମାନ ନିଶ୍ଚୟ ବୃଦ୍ଧି ହୋଇପାରିବ ବୋଲି କହିଛନ୍ତି ଓଡ଼ିଶା ରାଜ୍ୟ ମୁକ୍ତ…

ଢେଙ୍କାନାଳ ଜିଲ୍ଲାରେ ଗୋଟିଏ ଦିନରେ ୯୨ ପଜିଟିଭ୍

ଢେଙ୍କାନାଳ: କରୋନା ଲମ୍ବା ଲମ୍ଫ ମାରିଛି ଢେଙ୍କାନାଳ ଜିଲ୍ଲାରେ । ଗୋଟିଏ ଦିନରେ ଏକାସଙ୍ଗେ ବାହାରିଛି ୯୨ଟି ନୂଆ ପଜିଟିଭେ କେସ୍ । ଏଯାଏଁ ଜିଲ୍ଲାରେ ସର୍ବାଧିକ । ପୂର୍ବରୁ କେବେ ୨୪ ଘଣ୍ଟାରେ ଏତେ ସଂଖ୍ୟକ ସଂକ୍ରମିତ ହୋଇ ନଥିଲେ । ୯୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଢେଙ୍କାନାଳ ଜିଲ୍ଲାରେ…

ନାବାଳିକା ଆତ୍ମହତ୍ୟା ଘଟଣାରେ ଭାପୁର ଫାଣ୍ଡି ଏଏସଆଇ ସସପେଣ୍ଡ

ଢେଙ୍କାନାଳ: ଅସଦାଚରଣର ଶିକାର ଜଣେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସର କାର୍ଯ୍ୟାନୁଷ୍ଠାନ । ଢେଙ୍କାନାଳ ଜିଲ୍ଲା ଭାପୁର ଫାଣ୍ଡି ଏଏସଆଇ ପଦ୍ମନାଭ ବେହେରା ସସପେଣ୍ଡ । ତାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ । କାର୍ଯ୍ୟରେ ଅବହେଳା ପାଇଁ…

ଢ଼େଙ୍କାନାଳକୁ ୮ ଜିଲ୍ଳାର ଲୋକଙ୍କ ପ୍ରବେଶ ମନା

ଢ଼େଙ୍କାନାଳ: କରୋନା ପାଇଁ ଚାରିଆଡେ ବଢ଼ୁଛି କଟକଣା । ଢ଼େଙ୍କାନାଳ ଜିଲ୍ଲାରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ୮ ଜିଲ୍ଲାର ଲୋକଙ୍କ ପ୍ରବେଶ ବ୍ୟାନ୍ କରାଯାଇଛି । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ବାଲେଶ୍ୱର, ସୁନ୍ଦରଗଡ, ଅନୁଗୁଳ ଆଦି ଜିଲ୍ଲାର ଲୋକଙ୍କୁ ଢ଼େଙ୍କାନାଳ ଆସିବାକୁ…

ଓଡି଼ଆ ସାମ୍ବାଦିକତାରେ ନାମଲେଖା ପାଇଁ ‘ଆଇଆଇଏମସି’ରେ ପ୍ରକାଶିତ ହେଲା ବିଜ୍ଞାପନ

ଢେଙ୍କାନାଳ: ଢେଙ୍କାନାଳଠାରେ ଥିବା ଜାତୀୟ ସ୍ତରର ଗଣମାଧ୍ୟମ ଶିକ୍ଷା ପ୍ରତିଷ୍ଠାନ ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି)ରେ ଓଡି଼ଆ ସାମ୍ବାଦିକତାରେ ନାମଲେଖା ପାଇଁ ବିଜ୍ଞାପନ ପ୍ରକାଶିତ ହୋଇଛି । ୨୦୨୦-୨୧ ଶିକ୍ଷାବର୍ଷ ନିମନ୍ତେ ଛାତ୍ରଛାତ୍ରୀମାନେ ଚଳିତ ଜୁଲାଇ ମାସ ୨୭ ତାରିଖ…