Latest Odisha News

BREAKING NEWS

Browsing Tag

Dhenkanal

କରୋନା ପ୍ରଭାବ: ଉଦଘାଟନ ହେବାର ୨ ଘଣ୍ଟା ପରେ ସିଲ୍ ହେଲା ସୁପର୍ ଷ୍ଟୋର୍ !

ଢେଙ୍କାନାଳ: ଢେଙ୍କାନାଳ ସହରର ଦକ୍ଷିଣକାଳୀ ରୋଡ଼ରେ ଶୁକ୍ରବାର ଦିନ ରିଲାଏନ୍ସ ସୁପର ଷ୍ଟୋର୍ ଉଦଘାଟନ ହେବାର ମାତ୍ର ୨ ଘଣ୍ଟା ପରେ ସିଲ୍ ହୋଇଛି । ଏହି ଘଟଣାନେଇ ଏବେ ସହରରେ ଚର୍ଚ୍ଚା ହେବାରେ ଲାଗିଛି । ଏସମ୍ପର୍କରେ ତହସିଲଦାର ଲକ୍ଷ୍ମୀଧର ରାଉତ ଗଣମାଧ୍ୟମକୁ କହିଛନ୍ତି ଯେ, ସାମାଜିକ…

ଆଗରେ ତାଲା, ପଛରେ ସଟର ଖୋଲା, ଗ୍ରୋସରୀ ଦୋକାନରେ ଚାଲିଛି ମଦ ବେପାର

ଢ଼େଙ୍କାନାଳ: ଆଗରେ ପଡିଛି ତାଲା । ପଛରେ ଅଛି ସଟର ଖୋଲା । ଗ୍ରୋସରୀ ଦୋକାନରୁ ବୋତଲ ବୋତଲ ମଦ ବୋହୁ ନେଉଛନ୍ତି ଗ୍ରାହକ । ଚାଲିଛି ବେଧଡକ ମଦ କାରବାର । ଏପରିଛି ଚିତ୍ର ଦେଖିବାକୁ ମିଳିଛି ଢ଼େଙ୍କାନାଳ ଜିଲ୍ଲାରେ । ଏଠି ଗ୍ରୋସରୀ ଦୋକାନ ପଛ ପଟେ ବେଧଡକ ମଦ କାରବାର ଚାଲିଛି । ରାଜ୍ୟ ସରକାର…

ବର୍ଷିଆନ ସାମ୍ବାଦିକ ସୁରେନ୍ଦ୍ର ମିଶ୍ରଙ୍କ ପରଲୋକ

ଢେଙ୍କାନାଳ: ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର କୁମାର ମିଶ୍ରଙ୍କର ବୁଧବାର ଦିନ ଢେଙ୍କାନାଳ ସହରସ୍ଥିତ କୁଞ୍ଜକାନ୍ତଠାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ ଜନକ ଅସୁସ୍ଥତା କାରଣରୁ ଶ୍ରୀ ମିଶ୍ରଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।…

ଢେଙ୍କାନାଳରୁ ପୁରୀ ଶ୍ରୀକ୍ଷେତ୍ର; ବାଇକ୍‌ରେ ଭକ୍ତ ଆଣୁଛନ୍ତି ତୁଳସୀ !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୂଜାର୍ଚ୍ଚନାରେ ତୁଳସୀ ଏକ ଅପରିହାର୍ଯ୍ୟ ଦ୍ରବ୍ୟ । ସମସ୍ତ ପୁଷ୍ପ ଅପେକ୍ଷା ତୁଳସୀ ପ୍ରତି ଶ୍ରୀଜଗନ୍ନାଥଙ୍କର ଶ୍ରଦ୍ଧା ଅଧିକ ମାତ୍ରାରେ ରହିଥାଏ । ଦୈନିକ ଭକ୍ତମାନେ ବିଭିନ୍ନ ସ୍ଥାନରୁ ତୁଳସୀ ଆଣି ଶ୍ରୀମନ୍ଦିରରେ ଯୋଗାଇଦେଇ ଥାଆନ୍ତି । ଏବେ ଲକ୍‌ଡାଉନ୍…

ବୈଶାଖ ପୂର୍ଣ୍ଣିମା: ଆଇଆଇଏମସିରେ ଉନ୍ମୋଚିତ ହେଲା ଜାଲିଆନାୱାଲାବାଗ ସଂପର୍କିତ ମନୋଗ୍ରାଫ୍‌

ଢେଙ୍କାନାଳ: ଜାଲିଆନାୱାଲାବାଗ ଗଣହତ୍ୟା ସଂପର୍କିତ ଏକ ମନୋଗ୍ରାଫ୍‍ ଆଜି ଢେଙ୍କାନାଳଠାରେ ଥିବା ଭାରତୀୟ ଜନସଂଚାର ସଂସ୍ଥାନ (ଆଇଆଇଏମସି) ପରିସରରେ ଉନ୍ମୋଚିତ ହୋଇଯାଇଛି । ସାରା ଦେଶରେ ଲକଡାଉନ୍‍ ଚାଲିଥିବା ବେଳେ ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଫେସର ମୃଣାଳ ଚାଟାର୍ଜୀ ଏହାକୁ…

ପର୍ଯ୍ୟଟନ ମାନଚିତ୍ରରେ ଢେଙ୍କାନାଳ; ପ୍ରାକୃତିକ ନୈସର୍ଗିକତାର ଗନ୍ତାଘର

ମହିମା ଧର୍ମର ଏନ୍ତୁଡ଼ିଶାଳ ଢେଙ୍କାନାଳ । ସାହିତ୍ୟ ବିଭବ, ସଂସ୍କୃତି, ଲୋକକଳା ଏହାର ଐତିହାସିକ ପୃଷ୍ଠଭୂମିକୁ ସମୃଦ୍ଧ କରିଛି । ବ୍ରାହ୍ମଣୀର ପାଣି, ଖଣିଜ ସମ୍ପଦ ଜନଜୀବନକୁ ପରିପୁଷ୍ଟ କରି ଗଢ଼ିତୋଳିଛି ଏଠାରେ । ଜୈବ ବିବିଧତା, ଶତାଧିକ ପ୍ରଜାତିର ବନ୍ୟଜନ୍ତୁ ସଂରକ୍ଷିତ ଜଙ୍ଗଲରେ…

ଟ୍ୱିନସିଟିରେ ୨ ଦିନ ଲାଗି କେଉଁ ସବୁ ଅଞ୍ଚଳରେ ବିଦ୍ୟୁତକାଟ ହେବ ଜାଣନ୍ତୁ…

ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଗୁରୁବାର ଓ ଶୁକ୍ରବାର (ନଭେମ୍ବର ୨୮ ଓ ୨୯) ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି । ମରାମତି ଜନିତ କାର୍ଯ୍ୟ ଲାଗି ଉକ୍ତ ଅଞ୍ଚଳ ଗୁଡିକରେ କିଛି ସମୟ ପାଇଁ ବିଦ୍ୟୁତ୍ ସେବା ବନ୍ଦ…

ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟସ୍ଥ ଶାଲୁଆ ଛକ ଅଞ୍ଚଳରେ ମଙ୍ଗଳବାର ଏକ ହାତୀ ଆକ୍ରମଣରେ ଜଣେ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହୃଦୟାନନ୍ଦ ମଲ୍ଲିକ ଏବଂ ତାଙ୍କ ଘର ଗୋଦରବିଲି ଗ୍ରାମରେ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ସମ୍ପୃକ୍ତ…

ଆଇଆଇଏମସିରେ ‘ହିନ୍ଦୀ ଦିବସ’ ପାଳିତ

ଢେଙ୍କାନାଳ: ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି)ରେ ଶୁକ୍ରବାର ଦିନ ‘ହିନ୍ଦୀ ଦିବସ’ ପାଳିତ ହୋଇଯାଇଛି । ଏହି ଅବସରରେ ଅତିଥିଭାବେ ଯୋଗଦେଇ ଶିକ୍ଷାବିତ ଡ. ଉମାଶଙ୍କର ପାଣ୍ଡେ କହିଛନ୍ତି, “ଦେଶର ସାଂସ୍କୃତିକ, ଧାର୍ମିକ ଓ ରାଜନୈତିକ ଭାବନାକୁ ଯୋଡ଼ିପାରିଛି ହିନ୍ଦୀ ଭାଷା । କେବଳ…

ଗ୍ରେଡର ଧକ୍କାରେ ଜଣେ ମୃତ, ୪ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ୫୫ନଂ ଜାତୀୟ ରାଜପଥ ନିକଟ ବଳଦିଆବନ୍ଧ ପାଖରେ ସୋମବାର ଦିନ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିବା ସହ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ଜଣକ ଭରତ ବେହେରା ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଏହି ୫୫ନଂ ଜାତୀୟ…