Latest Odisha News

BREAKING NEWS

Browsing Tag

dibya shankar mishra

[ଭିଡିଓ] ବିଚ୍ ରାସ୍ତାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଇସ୍ତଫା ମାଗିଲେ ବିଜେପି ଯୁବମୋର୍ଚ୍ଚା କର୍ମୀ

ଭବାନୀପାଟଣା: ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ପାଇଁ ଅଡୁଆ ଦିନକୁଦିନ ବଢିବାରେ ଲାଗିଛି । ସାରା ରାଜ୍ୟରେ ଏ ନେଇ ବିକ୍ଷୋଭ ସହ ପ୍ରତିବାଦ ସାମ୍ନାକୁ ଆସୁଛି । ଏପରି ସ୍ଥିତିରେ ଭବାନପାଟଣାରୁ ନିଜ ନିର୍ବାଚନ ମଣ୍ଡଳୀ ଜୁନାଗଡକୁ ଯାଉଥିବାବଳେ ରାସ୍ତା ହୁଡିଥିଲେ ଜଣେ…

ବିଦ୍ୟୁତ ଦର ନିଷ୍ପତ୍ତି OERCର: ଶକ୍ତି ମନ୍ତ୍ରୀ

ଭୁବନେଶ୍ୱର: ବିଦ୍ୟୁତ ଦର ବୃଦ୍ଧି ପ୍ରସଙ୍ଗକୁ ନେଇ ଚାରିଆଡୁ ପ୍ରତିବାଦ ହେଉଛି । ଏହାରି ଭିତରେ ବିଦ୍ୟୁତ ଦର ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର । ସେ କହିଛନ୍ତି, ବିଦ୍ୟୁତ ଦର ପ୍ରସଙ୍ଗରେ ଓଇଆର୍‌ସି ନିଷ୍ପତ୍ତି ନିଏ । ଦର ବୃଦ୍ଧି ନିଷ୍ପତ୍ତି…

ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ପ୍ରାଧାନ୍ୟ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର: ଏମ୍‌ଏସ୍‌ଏମ୍‌ଇକୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି ରାଜ୍ୟ ସରକାର । ଆଜିର ସ୍ଥିତିରେ ଜୀବନ ଓ ଜୀବିକାକୁ ପ୍ରାଧାନ୍ୟ ଦେବା ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଜୀବନକୁ ଆମେ ଯଥେଷ୍ଟ ପ୍ରାଧାନ୍ୟ ଦେଉଛୁ ।…

ଗତ ୬ ମାସରେ ରାଜ୍ୟରେ ୬୦୪ ଜଣ ନାବାଳିକା ଦୁଷ୍କର୍ମର ଶୀକାର

ଭୁବନେଶ୍ୱର: ଚଳିତ ବର୍ଷ ଆରମ୍ଭରୁ ୬ମାସ (ଜୁନ୍) ମଧ୍ୟରେ ଓଡିଶାରେ ନାବାଳିକା ଦୁଷ୍କର୍ମର ପ୍ରାୟ ୬୦୪ଟି ମାମଲା ରୁଜୁ ହୋଇଥିବା ନେଇ ସୋମବାର ଦିନ ବିଧାନସଭାରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ସୂଚନା ଦେଇଛନ୍ତି । ବିଜେଡି ସଦସ୍ୟ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନର ଏକ…

ରାଜ୍ୟରେ ବଢିପାରେ ବିଦ୍ୟୁତ୍ ଦର !

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ୍ ଦେୟ ଲାଗି ଏଥର ଉପଭୋକ୍ତାଙ୍କୁ ଅଧିକ ଦର ଦେବାକୁ ପଡିପାରେ । ଏନେଇ ଗ୍ରୀଡକୋ ଓଡିଶା ଇଲେକ୍ଟ୍ରିସିଟି ରେଗୁଲେଟରୀ କମିଶନ (ଓଇଆରସି)କୁ ଅନୁରୋଧ କରିଛି । ଚଳିତ ବର୍ଷ ବିଦ୍ୟୁତ୍ ଦର ଅପରିବର୍ତ୍ତିତ ରହିବ ବୋଲି ଓଇଆରସି ଦେଇଥିବା ନିଷ୍ପତ୍ତିର ପୁନର୍ବିଚାର…

ଗୃହ ବିଭାଗର ସ୍ୱାଧୀନ ଦାୟିତ୍ୱ ନେଲେ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂତନ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ବେଳେ କ୍ୟାବିନେଟ୍ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗୃହ ବିଭାଗର ସ୍ୱାଧୀନ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ତେବେ ଏହି ଦାୟିତ୍ୱକୁ ତାଙ୍କ ଠାରୁ ଅପସାରଣ କରାଯାଇ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ମଧ୍ୟମ…