କରୋନାରେ ଆଖି ବୁଜିଲେ ଅଭିନେତା ଦିଲ୍ଲୀପ କୁମାରଙ୍କ ସାନଭାଇ
ମୁମ୍ବାଇ: ଗତକାଲି ରାତିରେ କରୋନା ଆକ୍ରାନ୍ତ ଅଭିନେତା ଦିଲ୍ଲୀପ କୁମାରଙ୍କ ସାନ ଭାଇ ଏହସାନ ଖାନଙ୍କର ମୃତ୍ୟୁ ହୋଇଛି । ୯୦ ବର୍ଷୀୟ ଏହସାନ ଗତ ଅଗଷ୍ଟ ୧୫ ତାରିଖରେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଲୀଲାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।
ଗତ ୨୧ ତାରିଖରେ ଦିଲ୍ଲୀପଙ୍କର କରୋନା…