Latest Odisha News

BREAKING NEWS

Browsing Tag

Dies

କରୋନା ଅପଡେଟ୍‌; ଭାରତ ମର୍କଜରୁ ଦକ୍ଷିଣ ଆଫ୍ରିକା କବରିସ୍ତାନ୍ !

ଦକ୍ଷିଣ ଆଫ୍ରିକା: ନିଜାମୁଦ୍ଦିନ ମର୍କଜରେ ଯୋଗଦେଇଥିଲେ ଦକ୍ଷିଣ ଆଫ୍ରିକୀୟ ମୌଲାନା ୟୁସୁଫ୍ ଟୁଟଲା । ତେବେ ଭାରତରୁ ଦକ୍ଷିଣ ଆଫ୍ରିକା ଫେରିବା ପରେ ସେ କରୋନାରେ ସଂକ୍ରମିତ ହୋଇଥିଲେ । ଶେଷର ତାଙ୍କ ଜୀବନ ଉପରେ କରୋନା ବିଜୟ ଲାଭ କରିଛି । https://t.co/9pa0sT9eGz | Coronavirus…

ପୋଲିଓ ଟୀକା ନେବା ପରେ ୨ମାସର ଶିଶୁକନ୍ୟା ମୃତ

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୋଲିଓ ଟୀକା ନେବା ପରେ ଜଣେ ୨ମାସର ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି । ମୃତ ଶିଶୁଟି ନରନପୁର ଗ୍ରାମର ସ୍ମୃତିରଞ୍ଜନ ବିଶ୍ୱାଳ ଓ ଜୋତ୍ସାରଣୀ ବିଶ୍ୱାଳଙ୍କ ଝିଅ ବୋଲି ଜଣାପଡିଛି । ମିଳିଥିବା…

ନବରଙ୍ଗପୁର ଜେଲରେ ହତ୍ୟା ଅଭିଯୁକ୍ତଙ୍କ ମୃତ୍ୟୁ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଉମରକୋଟ ସବ୍ ଜେଲର ଜଣେ କଏଦୀଙ୍କ ମୃତ୍ୟୁ ଘଟିଛି । ମିଳିଥିବା ସୂଚନାନୁଯାୟୀ ଦେବ ମାଝିଙ୍କୁ ସୋମବାର ରାତିରେ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ବେଳେ ମଙ୍ଗଳବାର ସକାଳେ…