ପୁଣି ବଢିଲା ତୈଳ ଦର
ନୂଆଦିଲ୍ଲୀ: ଶୁକ୍ରବାର ଦିନ ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଦୁଇ ଦିନ ବିରତି ପରେ ଦ୍ବିତୀୟ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର।
ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇ ୧୦୫.୧୪ ଟଙ୍କା ଥିବାବେଳେ ଡିଜେଲର ମୂଲ୍ୟ ମଧ୍ୟ ୩୫ ପଇସା…