Latest Odisha News
Browsing Tag

Diesel

ପୁଣି ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଗୁରୁବାର ଦିନ ଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଆଉ ଏକ ରେକର୍ଡ ସ୍ତରରେ ପହଞ୍ଚିଛି। ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ୧୦୮.୨୯ ଟଙ୍କା ଥିବାବେଳେ ଡିଜେଲ ହାର ଲିଟର ପିଛା ୯୭.୦୨ ଟଙ୍କା ରହିଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୪.୧୪ ଟଙ୍କା ଏବଂ ଡିଜେଲ ଗୋଟିଏ ଲିଟର ପିଛା…

ପୁଣି ମହଙ୍ଗା ହେଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଆଜି ପୁଣି ବଢିଛି ପେଟ୍ରୋଲ ଓ ଡିଜେଲ ଦାମ୍‌। ସୋମବାର ସପ୍ତମ ଦିନ ପାଇଁ ତୈଳ ଦର ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଯଥାକ୍ରମେ ୩୦ ପଇସା ଏବଂ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି।…

ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ଶନିବାର ଦିନ ଦେଶରେ ପେଟ୍ରୋଲ ଏବଂ ଡିଜେଲ୍‌ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ବୃଦ୍ଧି ପାଇଛି। ଯାହା ଫଳରେ ପେଟ୍ରୋଲ ଲିଟର ପିଛା ୧୦୩.୮୪ ଟଙ୍କା ରହିଛି। ସେହିପରି ଡିଜେଲର ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଥିବା ବେଳେ…

ରାଜ୍ୟରେ ୯୨ ଟଙ୍କା ଟପିଲା ପେଟ୍ରୋଲ, ଡିଜେଲ ୮୯ ଟଙ୍କା ଉପରେ

ଭୁବନେଶ୍ୱର: ମହଙ୍ଗା ମାଡ଼ରୁ ଆଶ୍ୱସ୍ତି ନାହିଁ । ପୁଣି ଥରେ ତୈଳଦର ବୃଦ୍ଧି ପାଇଛି । ଦେଶ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପେଟ୍ରୋଲ୍ ଓ ଡିଜେଲ୍ ଦର ବଢ଼ିଛି । ରାଜ୍ୟରେ ପେଟ୍ରୋଲ୍ ଓ ଡିଜେଲର ସର୍ବାଧିକ ଦର ରହିଛି ମାଲକାନଗିରି ଜିଲ୍ଲାରେ । ମାଲକାନଗିରିରେ ପେଟ୍ରୋଲ୍ ଲିଟର ପିଛା ୯୨ ଟଙ୍କା…

ଦିଲ୍ଲୀରେ ୭ ଟଙ୍କା ୧୦ ପଇସା ବଢିଲା ଡିଜେଲ୍ ଦର

ନୂଆଦିଲ୍ଲୀ: ମଦ ଉପରେ ଅତିରିକ୍ତ ୭୦ ପ୍ରତିଶତ ସ୍ୱତନ୍ତ୍ର କରୋନା ଫି ବୃଦ୍ଧି ହେବା ପରେ, ଏବେ ଦିଲ୍ଲୀ ସରକାର ମଙ୍ଗଳବାର ଦିନ ଇନ୍ଧନ ଉପରେ ଭାଲ୍ୟୁ ଆଡ଼େଡ୍ ଟ୍ୟାକ୍ସ (ଭାଟ୍‌) ବୃଦ୍ଧି କରିଛନ୍ତି । ଲିଟର ପିଛା ପେଟ୍ରୋଲ୍ ୧ଟଙ୍କା ୬୭ ପଇସା ବୃଦ୍ଧି ହୋଇଛି । ତେବେ ଦିଲ୍ଲୀରେ ଡିଜେଲ୍ ଦର…

କେନ୍ଦ୍ରୀୟ ବଜେଟ୍: ବଢିଲା ପେଟ୍ରୋଲ୍, ଡିଜେଲ୍ ଓ ସୁନା ଦର

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଶୁକ୍ରବାର ଦିନ ପୁର୍ଣ୍ଣାଙ୍ଗ ବଜେଟ୍ ଆଗତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ପେଟ୍ରୋଲ୍, ଡିଜେଲ୍ ଓ ସୁନାଗହଣାର ମୂଲ୍ୟ ବୃଦ୍ଧି ପାଇଛି । ଚଳିତ ବଜେଟରେ ପେଟ୍ରୋଲ ଓ ଡିଜେଲ୍ ପ୍ରତି ଲିଟର ପିଛା ଅତିରିକ୍ତ ୧ ଟଙ୍କାର ଏକ୍ସାଇଜ୍…