ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଲଞ୍ଚ୍ କଲେ ମୋଦୀ ; ଏଣିକି ସବୁ ନାଗରିକଙ୍କୁ ମିଳିବ ହେଲ୍ଥ ଆଇଡି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଆରମ୍ଭ କରିଛନ୍ତି।
ସରକାର ଏହି ମିଶନକୁ ଐତିହାସିକ ବୋଲି କହିଛନ୍ତି ଏବଂ…