ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ୱାଲଙ୍କୁ ୧୬୪ କୋଟି ଟଙ୍କାର ରିକଭରି ନୋଟିସ୍
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ୱାଲଙ୍କୁ ରିକଭରି ନୋଟିସ । ୧୬୪ କୋଟି ୧୦ ଦିନ ଭିତରେ ଫେରାଇବାକୁ ଡିଆଇପି ପକ୍ଷରୁ ଏହି ନୋଟିସ୍ ଜାରି କରାଯାଇଛି । ଦିଲ୍ଲୀର ଉପରାଜ୍ୟପାଳ ଭି.କେ. ସାକ୍ସେନା ମୁଖ୍ୟ ସଚିବଙ୍କୁ ସରକାରୀ ବିଜ୍ଞାପନ ନାମରେ ପ୍ରକାଶିତ ରାଜନୈତିକ ବିଜ୍ଞାପନ ନେଇ…