Latest Odisha News

BREAKING NEWS

Browsing Tag

disproportionate assets

କ୍ରୀଡ଼ା ଶିକ୍ଷକଙ୍କ ଅମାପ ସମ୍ପତ୍ତି, ଏକକାଳୀନ ୧୩ଟି ସ୍ଥାନରେ ରେଡ୍

ବ୍ରହ୍ମପୁର: ଭିଜିଲାନ୍ସ ଫାସରେ କ୍ରୀଡ଼ା ଶିକ୍ଷକ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ତଥା ଜରଡ଼ା ଥାନା ଦିବ୍ୟସିଂହ ବିଦ୍ୟାପୀଠର କ୍ରୀଡ଼ା ଶିକ୍ଷକ ଦନାର୍ଦ୍ଦନ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଶୁକ୍ରବାର ସକାଳେ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ହୋଇଥିବା ଚଢ଼ାଉରେ ୪ଜଣ ଡିଏସ୍‌ପି,…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ, ୫ଟି ସ୍ଥାନରେ ରେଡ୍

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ । ତାଳଚେର ଆର୍‌ଡି ବିଭାଗର ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ଏକକାଳୀନନ ୫ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ।…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ୫ଟି ସ୍ଥାନରେ ରେଡ୍

ଭୁବନେଶ୍ୱର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଆର୍‌ଆଣ୍ଡବି ଡିଭିଜନ-୫ର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ତାଙ୍କ ନାଁ ସାରଦା ପ୍ରସାଦ ଗୌଡ଼ । ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି ରଖିଛି । ସାରଦା ପ୍ରସାଦ ଗୌଡ଼ଙ୍କ ଭୁବନେଶ୍ୱର ଗଙ୍ଗନଗରରେ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କର ୬ କୋଟି ୫୩ ଲକ୍ଷର ସମ୍ପତ୍ତି

ଭୁବନେଶ୍ୱର: କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ । କୋଟି କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ । ଭୁବନେଶ୍ୱର ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୨ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ରନାଥ ପ୍ରଧାନଙ୍କ ଘର ଓ ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ ଭିଜିଲାନ୍ସ ହାତରେ ଲାଗିଥିବା ସମ୍ପତ୍ତିର…

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଉଦ୍ୟାନ କୃଷି ଅଧିକାରୀ

କଟକ: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦ୍ୟାନ କୃଷି ବିଭାଗର ଅବସରପ୍ରାପ୍ତ ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି । ତାଙ୍କ ନାଁ ରମେଶ ଚନ୍ଦ୍ର ଦାସ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି କଟକ ଭିଜିଲାନ୍ସ…

ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ଚନ୍ଦ୍ର ବେହେରା ଗିରଫ

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ଆୟଠାରୁ ଅଧିକ ସମ୍ପତ୍ତି ଠୁଳ କରିବା । ବନ୍ଧା ହେଲେ ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ଚନ୍ଦ୍ର ବେହେରା । ତାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ । କୋଟିପତି ସରକାରୀ ବାବୁ ଠୁଳ କରିଛନ୍ତି ଦେଢ଼ କୋଟିରୁ ଅଧିକ ଟଙ୍କା ସ୍ଥାବର ଓ ଅସ୍ଥାବର…

କୋପରେଟିଭ୍ ସୋସାଇଟି ଆସିଷ୍ଟାଣ୍ଟ ରେଜିଷ୍ଟ୍ରାରଙ୍କ ଘରେ ଭିଜିଲାନ୍ସ ରେଡ୍

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ଢେଙ୍କାନାଳ କୋପରେଟିଭ ସୋସାଇଟି ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର । ତାଙ୍କ ନାଁ ବିଦ୍ୟାଧର ବେହେରା । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ ବିଭାଗ । ବିଦ୍ୟାଧରଙ୍କ ଢେଙ୍କାନାଳ ସ୍ଥିତ ଅଫିସ୍, ଭୁବନେଶ୍ୱର…

ବନ୍ଧା ହେଲେ କୋଟିପତି ପୂର୍ବତନ ରେଞ୍ଜର

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବାଲୁଗାଁର ପୂର୍ବତନ ରେଞ୍ଜର । ତାଙ୍କ ନାଁ ଅଭୟ ଜେନା । ଆଜି ତାଙ୍କୁ ଗିରଫ କରିଛି ଭୁବନେଶ୍ୱର ଭିଜିଲାନ୍ସ ସେଲ୍ । ଗତକାଲି ଅଭୟ ଜେନାଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ବିଭାଗ । ଚଢାଉ ବେଳେ ୪ କୋଟି…