ଅଭିଯୋଗର ସତ୍ୟତା ଥିଲେ ରାଜନୀତିରୁ ସନ୍ନ୍ୟାସ ନେବି: ଦିବ୍ୟଶଙ୍କର
ଭୁବନେଶ୍ଵର: ଅଭିଯୋଗର ସତ୍ୟତା ଥିଲେ ରାଜନୀତିରୁ ସନ୍ନ୍ୟାସ ନେବି । ଯାହା ପାଖରେ ପ୍ରମାଣ ଅଛି ସେ କୋର୍ଟ ଯାଆନ୍ତୁ । ମମିତା ମେହେର ଜଘନ୍ୟ ହତ୍ୟା ମାମଲାରେ ଶେଷରେ ମୁହଁ ଖୋଲିଛନ୍ତି ରାଜ୍ୟ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ଯଦି ତାଙ୍କ ବିରୋଧରେ କିଛି ପ୍ରମାଣ ଅଛି ତେବେ କୋର୍ଟକୁ…