Latest Odisha News

BREAKING NEWS

Browsing Tag

DMET CBK Mohanty

ଆଗକୁ ଶିଶୁଙ୍କ ସଂକ୍ରମଣ ସଂଖ୍ୟା ବଢ଼ିବା ସମ୍ଭାବନା ରହିଛି: ଡିଏମଇଟି

ଭୁବନେଶ୍ୱର: ରାଜ୍ୟରେ ଶିଶୁ ସଂକ୍ରମିତଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟାରେ ୧୮ ବର୍ଷରୁ କମ୍ ୧୦୪ ଜଣ ଶିଶୁଙ୍କ କରୋନା ସଂକ୍ରମିତ ହୋଇଛନ୍ତି । ଶିଶୁଙ୍କର ସିଭିଅରିଟି କମ୍ ରହିଛି । ସଂକ୍ରମଣ ଉପର ମୁଁହା ହେଲେ କୌଣସି ଲହର ଆସିଲା ବୋଲି ଜଣା ପଡିବ । ଏବେ ସେମିତି ଅବସ୍ଥା ନାହିଁ ବୋଲି…

ଓଡ଼ିଶାରେ ପ୍ଲାଟୋ ଷ୍ଟେଜରେ ଅଛି ସଂକ୍ରମଣ, ଖାଲି ଅଛି ୭୦% ବେଡ୍

ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ ସଂକ୍ରରଣ ୬ ହଜାର ଉପରେ ରହୁଛି । କରୋନା ଓଡ଼ିଶାରେ ପ୍ଲଟୋ ସ୍ଥିତିରେ ରହିଛି । ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଏହି ସୂଚନା ଦେଇଛନ୍ତି । ଅର୍ଥାତ ଗତ ୫ ଦିନ ହେବ ରାଜ୍ୟରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଗୋଟିଏ ସ୍ତରରେ ରହୁଛି । ସଂକ୍ରମଣ ସଂଖ୍ୟା…

ପଶ୍ଚିମ ଓଡ଼ିଶାରେ କରୋନା ସ୍ଥିତିରେ ସୁଧାର: ଡିଏମଇଟି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବଢୁଛି । କିନ୍ତୁ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ସ୍ଥିତି ଭଲ ଅଛି । ପଶ୍ଚିମ ଓଡ଼ିଶାରେ କରୋନା ସ୍ଥିତିରେ ସୁଧାର ଆସିଛି । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି କରୋନା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛି ।…

କରୋନା ଟିକା ନେବା ସବୁ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବାଧ୍ୟତାମୂଳକ ନୁହେଁ: ଡିଏମଇଟି

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ସୂଚନା ଅନୁସାରେ ୧୦ଦିନ ଭିତରେ ରାଜ୍ୟରେ ପହଞ୍ଚିପାରେ କରୋନା ଟିକା । ପହଞ୍ଚିବା କ୍ଷଣି ଦିନେ ଦୁଇ ଦିନ ଭିତରେ ରାଜ୍ୟରେ ଟିକାକରଣ ଆରମ୍ଭ ହେବ । ସେଥିପାଇଁ ଆମେ ପ୍ରସ୍ତୁତ ଅଛୁ । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ…

ବ୍ରିଟେନ ଫେରନ୍ତାଙ୍କ ଉପରେ ନଜର, ଭୟଭୀତ ହେବା ନାହିଁ: ଡିଏମଇଟି

ଭୁବନେଶ୍ୱର: ବ୍ରିଟେନର କରୋନାର ନୂଆ ଷ୍ଟ୍ରେନ ଚିହ୍ନଟ ଏବଂ ଭୁବନେଶ୍ୱରରେ ଜଣେ ବ୍ରିଟେନ୍ ଫେରନ୍ତା ପଜିଟିଭ୍ ଚିହ୍ନଟ ପରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି, ବ୍ରିଟେନ୍ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି । ଷ୍ଟ୍ରେନ ସମ୍ପର୍କରେ ଅନୁଧ୍ୟାନ ଚାଲିଛି ।…