ଭୁବନେଶ୍ୱରରେ ୨୩ ତମ ଶିଶୁ ସଂକ୍ରାମକ ରୋଗ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର: ଭୁବନେଶ୍ୱରରେ ୨୩ ତମ ଶିଶୁ ସଂକ୍ରାମକ ରୋଗ ଜାତୀୟ ସମ୍ମିଳନୀ ଉଦଘାଟିତ ହୋଇଛି । ଭାରତୀୟ ଶିଶୁରୋଗ ବିଶେଷଜ୍ଞ ଏକାଡେମୀ ଓଡ଼ିଶା ଶାଖା ପକ୍ଷରୁ ସଭାପତି ତଥା ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ନୀଳମାଧବ ଜେନା ଙ୍କ ପୌରହିତ୍ୟ ରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।…