Latest Odisha News

BREAKING NEWS

Browsing Tag

Dog

[ଭିଡ଼ିଓ] ସରକାରୀ ଖଟକୁ ବେସରକାରୀ କୁକୁର !

ଅନୁଗୁଳ: ମଣ୍ଡାପାଳ ସବ୍‌-ଡିଭିଜିନାଲ ହସ୍ପିଟାଲର ଦୃଶ୍ୟ । ଖାଲି ଅଛି ବେଡ୍ ହେଲେ ରୋଗୀ ନାହିଁ । ବାହ୍ୟରୋଗୀ ବିଭାଗରେ ପଡିଛି ଚିକ୍କଣିଆ ଚୌକି ହେଲେ ଡାକ୍ତରଙ୍କ ଦର୍ଶନ ନାହିଁ । ରୋଗୀଙ୍କ ପାଇଁ ଉଦ୍ଧିଷ୍ଟ ବେଡ୍‌ରେ ଶୋଇଛନ୍ତି ବାରବୁଲା କୁକୁର । ତେବେ ପରିତ୍ୟକ୍ତ ଗୃହ ନୁହେଁ ବରଂ…

[ଭିଡିଓ] ମଣିଷଙ୍କୁ ମାତ୍ ଦେଇ କୁକୁର ଖେଳୁଛି ଚମତ୍କାର ବିଲିୟର୍ଡସ୍ !

ଭୁବନେଶ୍ୱର: ଫୁଟବଲ୍ କିମ୍ବା ସ୍ୱିମିଂ ପୁଲ୍‌ରେ ପୋଷା କୁକୁରଙ୍କୁ ଖେଳିବାରେ ତ ଆମେ ଅନେକ ଦେଖିଛନ୍ତି । ହେଲେ କେହି କେବେ କୁକୁରଙ୍କୁ ବିଲିୟର୍ଡସ ଖେଳିବାରେ ଦେଖଛନ୍ତି କି? ଆଉ ତା ପୁଣି ମଣିଷଙ୍କଠାରୁ ଢେର ଭଲ । ଯଦି ଆପଣଙ୍କ ଉତ୍ତର ନା ? ତା ହେଲେ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିବା…

[ଭାଇରାଲ୍ ଭିଡିଓ] ପଶୁ ଆଗରେ ପଶୁ ପାଲଟିଲା ମଣିଷ !

ପଂଜାବ: ସାମ୍ନାକୁ ଆସିଲା ଛାତି ଥରାଇଦେଲା ଭଳି ଦୃଶ୍ୟ । ପଶୁ ଆଗରେ ପଶୁ ପାଲଟିଲା ମଣିଷ । ପଂଜାବର କାପୁରତାଲା ଜିଲ୍ଲାରେ ଘଟିଥିବା ଏହି ଘଟଣାରେ ଜଣେ ବ୍ୟକ୍ତି ଏକ ବିଦେଶୀ କୁକୁରକୁ ଗାଡିରେ ଚାପି ଅତି ନିର୍ମମ ଭାବେ ହତ୍ୟା କରିଥିଲେ । ଭିଡିଓରେ ବ୍ୟକ୍ତି ଜଣକ ପ୍ରଥମେ କୁକୁରଟିକୁ ଗାଡି…

[ଭିଡିଓ] ମାଲିକ ଓ ପୋଷା କୁକୁରର ନିଆରା ଯୁଗଳବନ୍ଦୀ !

ଭୁବନେଶ୍ୱର: ସଙ୍ଗୀତରେ ଅନେକଥର ଆପଣ ଯୁଗଳବନ୍ଦୀ ଦେଖିଥିବେ ଆଉ ଉପଭୋଗ ବି କରିଥିବେ । ହେଲେ ମଣିଷ ସହ ଯଦି ଜଣେ ପଶୁ ଗୀତ ଗାଏ, ତେବେ ଏହାକୁ ଆପଣ କିପରି ଗ୍ରହଣ କରିବେ ? ଏପରି ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । କମେଡିଆନ୍ ରୋହିତ ନାୟର ଏହି ଭିଡିଓଟିକୁ ସୋସିଆଲ୍…

ବଲାଙ୍ଗିରରେ ନବଜାତ ଶିଶୁକୁ ଝୁଣି ଖାଇଲା କୁକୁର

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ ମହିମୁଣ୍ଡା ନିକଟ ପୁଡ଼ାପାଲି ଗ୍ରାମରେ ଜଣେ ନବଜାତ ଶିଶୁକୁ କିଛି ବୁଲା କୁକୁର ଝୁଣି ଖାଉଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନାନୁଯାୟୀ ନବଜାତକ ଶିଶୁଟି ରାସ୍ତାରେ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ…