Latest Odisha News

BREAKING NEWS

Browsing Tag

Donald Trump

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ

ଆମେରିକା: ଇସ୍ରାଏଲ-ୟୁଏଇ ଶାନ୍ତି ଚୁକ୍ତି ଉଦ୍ୟମ ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ କରାଯାଇଥିବା ଇଭାଙ୍କା ଟ୍ରମ୍ପ ଏକ ଫକ୍ସ ନ୍ୟୁଜ୍ ରିପୋର୍ଟକୁ ଟୁଇଟ୍ କରିଛନ୍ତି, Trump nominated for Nobel Peace Prize by Norwegian…

କମଲା ହାରିସ୍ ରାଷ୍ଟ୍ରପତି ହେବା ଆମେରିକା ପାଇଁ ଅପମାନ ହେବ: ଟ୍ରମ୍ପ

ଉତ୍ତର କାରୋଲିନା: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଡେମୋକ୍ରାଟିକ୍ ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍ ଙ୍କୁ ଆକ୍ରମଣ କରି କହିଛନ୍ତି ଯେ ଲୋକମାନେ ତାଙ୍କୁ ପସନ୍ଦ କରନ୍ତି ନାହିଁ ଏବଂ ଯଦି ସେ ରାଷ୍ଟ୍ରପତି ହୁଅନ୍ତି ତେବେ ଏହା ଆମେରିକା ପାଇଁ ଅପମାନ ହେବ। ଯଦି ବିଡେନ…

ଆମେରିକାରୁ ଆସିଲା ଆଶ୍ୱସ୍ତିକର ଖବର, ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା

ୱାଶିଂଟନ: କେବେ ଆସିବ କରୋନା ଟିକା ? ଦିନକୁ ଦିନ ସାରା ବିଶ୍ୱରେ କରୋନ ସଂକ୍ରମଣ ବଢିଚାଲିଥିବା ବେଳେ କରୋନ ଟିକା କେବେ ଆସିବ ତାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଛି ଆଶ୍ୱସ୍ତିକର ଖବର । ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା । ଆମେରିକା…

ଡୋନାଲ୍ଟ ଟ୍ରମ୍ପଙ୍କ ପ୍ରେମସିଟ୍ ବେଳେ ହ୍ୱାଇଟ୍ ହାଉସ୍ ବାହାରେ ଗୁଳିମାଡ଼

ଓ୍ୱାଶିଂଟନ୍: ହ୍ୱାଇଟ୍ ହାଉସ୍ ଭିତରେ ପ୍ରେସମିଟରେ ସୂଚନା ଦେଉଥିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏତିକିବେଳେ ବାହାରେ ହେଲା ଗୁଳିମାଡ଼ । ହ୍ୱାଇଟ୍ ହାଉସ ବାହାରେ ଗୁଳିମାଡ଼ ନେଇ ନିଜେ ସୂଚନା ଦେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଆମେରିକା ରାଷ୍ଟ୍ରପତି କହିଛନ୍ତି, ବର୍ତ୍ତମାନ…

ମୋଦିଙ୍କ ରାସ୍ତାରେ ଟ୍ରମ୍ପ, ଚାଇନା ଆପ୍ ଟିକଟକ୍ ଉପରେ ଲଗାଇବେ ବ୍ୟାନ୍ !

ଓ୍ୱାଶିଂଟନ୍: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାସ୍ତାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଚୀନକୁ ସାବାଡ କରିବା ପାଇଁ ଭାରତ ଭଳି ଆମେରିକା ଖୁବ ଶୀଘ୍ର ଚାଇନା ଆପ୍ ଟିକଟକ୍ ଉପରେ ବ୍ୟାନ ଲଗାଇବ । ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବିକଳ୍ପ ଉପରେ ଚିନ୍ତା କରୁଛନ୍ତି…

ଭୋଟ ଜାଲିଆତି ଭୟ: ରାଷ୍ଟ୍ରପତି ନିର୍ବାଚନ ବିଳମ୍ବ କରିବାକୁ ଟ୍ରମ୍ପଙ୍କ ପ୍ରସ୍ତାବ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପଙ୍କୁ ଘାରିଛି ଭୋଟ ଜାଲିଆତି ଭୟ । ଭୋଟ ହେରଫେର୍ ଆଶଙ୍କାରେ ନଭେମ୍ବର ମାସରେ ନିର୍ଦ୍ଧାରିତ ହୋଇଥିବା ପରବର୍ତ୍ତୀ ଆମେରିକା ରାଷ୍ଟ୍ରପତି ନିର୍ବାଚନ ବିଳମ୍ବରେ କରିବାକୁ ପ୍ରସ୍ତାବ ଦେଇଛନ୍ତି ଟ୍ରମ୍ପ । ମେ‌‌ଲ୍‌-ଇନ୍ ଭୋଟ୍‌ରେ ଜାଲିଆତି…

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ସେପ୍ଟେମ୍ୱର ୨୯ରେ ପ୍ରଥମ ଡିବେଟ୍

ଓ୍ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ବାଜିଲା ବିଗୁଲ୍ । ଆସନ୍ତା ସେପ୍ଟେମ୍ୱର ୨୯ ତାରିଖର୍ ପ୍ରଥମ ଡିବେଟ୍ ଅନୁଷ୍ଠିତ ହେବ । ମୁହାଁମୁହିଁ ହେବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଡେମୋକ୍ରାଟିକ ପାର୍ଟିର ପୂର୍ବତନ ଉପରାଷ୍ଟ୍ରପତି ଜୋ ବିଡେନ୍ । କାର‌୍ୟ୍ୟସୂଚୀ ଜାରି…

ଟ୍ରମ୍ପ କହିଲେ ଦୁଇ ସପ୍ତାହ ଭିତରେ ଦେବେ ଖୁସି ଖବର

ଓ୍ୱାଶିଂଟନ୍: କରୋନା ମହାମାରୀର ଚିକିତ୍ସା କ୍ଷେତ୍ରରେ ଆଗାମୀ ଦୁଇ ସପ୍ତାହ ଭିତରେ ଖୁସି ଖବର ଦେବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ ଏଭଳି ଇସାରେ ଦେଇଛନ୍ତି । ଟ୍ରମ୍ପ ଏକ ପ୍ରେମସିଟରେ କହିଛନ୍ତି, କରୋନା ସଂକ୍ରମଣର ଚିକିତ୍ସା କ୍ଷେତ୍ରରେ ଆଗାମୀ ଦୁଇ ସପ୍ତାହ ଭିତରେ ବାସ୍ତବିକ…

‘ହୁ’ ରୁ ଓହରିଲା ଆମେରିକା !

ନୂଆଦିଲ୍ଲୀ: କରୋନା ଭାଇରସ ନେଇ ତଥ୍ୟ ଲୁଚାଇଥିବାରୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ 'ହୁ' ରୁ ସମ୍ପୂର୍ଣ୍ଣ ରୂପେ ଓହରିବା ନେଇ ନିଷ୍ପତ୍ତି ନେଇଛି ଆମେରିକା। ପ୍ରାପ୍ତ ସୂଚନା ଅନୁଯାୟୀ, ୨୦୨୧ ଜୁଲାଇ ୬ ତାରିଖରୁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନରୁ ଆମେରିକା ଓହରି ଯିବା ନେଇ ରାଷ୍ଟ୍ରପତି ଟ୍ରମ୍ପ୍…

ଭାରତ ସହ ଅଛି ଆମେରିକା ସେନା: ହ୍ୱାଇଟ୍ ହାଉସ୍ ପକ୍ଷରୁ ସଙ୍କେତ

ନୂଆଦିଲ୍ଲୀ: ଭାରତ-ଚୀନ ମଧ୍ୟରେ ଲାଗିରହିଛି ସୀମା ବିବାଦ । ଯଦିଓ ଗଲଓ୍ୱାନ ଘାଟିର ସଂଘର୍ଷ ସ୍ଥଳରୁ ପାଖାପାଖି ଦୁଇ କିଲୋମିଟର ପଛଘୁଞ୍ଚା ଦେଇଛି ଡ୍ରାଗନ୍ । କିନ୍ତୁ ପରେ ଯେ ପୁରୁଣା ରୋଗ ନବାହାରିବ କହି ହେବନି । କେବଳ ଭାରତ ନୁହେଁ ବିଭିନ୍ନ ଦେଶକୁ ନାଲି ଆଖି ଦେଖାଉଛି ଚୀନ୍ । ଏଭଳି…