Latest Odisha News

BREAKING NEWS

Browsing Tag

donates

ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୧୦ଲକ୍ଷ ଟଙ୍କା ଦେଲା ଓଡିଶା କୃଷି ଶିଳ୍ପ ନିଗମ !

ବାରିପଦା: କରୋନାଭାଇରସ୍‌କୁ କଡା ମୁକାବିଲା ଦେଉଛି ଓଡିଶା ସରକାର । ଏହି କ୍ଷେତ୍ରରେ ସହାୟତାର ହାତ ବଢାଇଛି ଓଡିଶା କୃଷି ଶିଳ୍ପ ନିଗମ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ଓଡିଶା କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି…

କୋଭିଡ୍‌-୧୯: ସର୍ବିଆକୁ ୧ମିଲିଅନ୍ ୟୁରୋ ଦାନ କଲେ ନୋଭାକ୍ ଜୋକୋଭିକ୍ !

ସର୍ବିଆ: ନିଜ ଦେଶକୁ ୧ମିଲିଅନ୍ ୟୁରୋ ଡୋନେଟ୍ କଲେ ବିଶ୍ୱର ୧ନମ୍ବର ଟେନିସ୍ ଖେଳାଳି ନୋଭାକ୍ ଜୋକୋଭିକ୍ । କରୋନାଭାଇରସ୍ ବିରୋଧୀ ଲଢେଇରେ ଆବଶ୍ୟକ ସଂରଜାମ କିଣିବା ପାଇଁ ନୋଭାକ ନିଜ ଦେଶକୁ ସହାୟତା ଦେଇଛନ୍ତି । My wife @jelenadjokovic and I have donated 1 million euros via…

କରୋନା ବିରୋଧୀ ଲଢେଇ, ୫୦ ଲକ୍ଷ ଟଙ୍କା ଦେଲେ କପିଲ ଶର୍ମା !

ମୁମ୍ବାଇ: ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରେ ୫୦ ଲକ୍ଷ ଟଙ୍କା ଡୋନେଟ୍ କଲେ କମେଡି କିଙ୍ଗ କପିଲ ଶର୍ମା । କରୋନା ବିରୋଧୀ ଲଢେଇରେ କପିଲ ବି ପରୋକ୍ଷ ଭାବେ ସାମିଲ ହୋଇଛନ୍ତି । କରୋନାଭାଇରସ୍ ସହ ଲଢୁଛି ସାରା ଭାରତ । ଅନେକ ସେଲିବ୍ରିଟି ଭାରତ ସରକାରଙ୍କୁ ସମର୍ଥନ କରିବା ସହ ଅଳ୍ପ ବହୁତ…

କୋଭିଡ୍‌-୧୯: ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଶିଖରଙ୍କ ସହାୟତା

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରେ ଦାନ କଲେ ଟିମ୍ ଇଣ୍ଡିଆ କ୍ରିକେଟର୍ ଶିଖର ଧାୱନ । ସୋସିଆଲ୍ ମିଡିଆରେ ଶିଖର ଘୋଷଣା କରିବା ସହ କରୋନା ମହାମାରୀର ମୁକାବିଲା କରିବା ପାଇଁ ଲୋକଙ୍କୁ ଆହ୍ୱାନ କରିଛନ୍ତି । Hi everyone remember to stay indoors & take care of…

କରୋନା ଲାଗି ସହାୟତାର ହାତ ବଢାଇଲେ ପାକିସ୍ତାନୀ ଓ ବଙ୍ଗଳାଦେଶୀ ଦଳ, ଏବେ ଭାରତୀୟଙ୍କ ପାଳି !

ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ଭାରତୀୟ କ୍ରିକେଟରଙ୍କୁ ତୀବ୍ର ସମାଲୋଚନାର ଶିକାର ହେବାକୁ ପଡିଛି । ଗୋଟେପଟେ ପାକିସ୍ତାନୀ ଖେଳାଳୀ ୫୦ ଲକ୍ଷ ଓ ବଙ୍ଗଳାଦେଶୀ ନିଜ ଅଧା ଦରମା (୨୫ଲକ୍ଷ) ଦାନ କରିଛନ୍ତି । ଏପରି ସ୍ଥିତିରେ ଭାରତୀୟ କ୍ରିକେଟର ଅର୍ଥଦାନ କରିନଥିବାରୁ ଲୋକେ ସୋସିଆଲ ମିଡିଆରେ…

କୋଭିଡ-୧୯ ବନାମ୍ ଭାରତ, ବେଦାନ୍ତ ମୁଖ୍ୟ ଅନିଲ ଅଗ୍ରୱାଲଙ୍କ ୧୦୦ କୋଟି ଟଙ୍କା ର ସହଯୋଗ

ମୁମ୍ବାଇ: କରୋନାଭାଇରସ୍ ପାଇଁ ସାରା ବିଶ୍ୱ ସମେତ ଆତଙ୍କିତ ଭାରତବାସୀ । ଜରୁରୀକାଳୀନ ସ୍ଥିତିରେ ଆଗେଇ ଆସିଛନ୍ତି ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ । କରୋନା ମହାମାରୀ ଆକ୍ରାନ୍ତଙ୍କ ପାଇଁ ସହଯୋଗ କରିଛନ୍ତି ୧୦୦ କୋଟି ଟଙ୍କା ଭଳି ମୋଟା ଅଙ୍କର ରାଶି । ରବିବାର ମାଇନିଂ ଟାଇକୁନ୍…