Latest Odisha News

BREAKING NEWS

Browsing Tag

Double Murder

ଦିଗପହଣ୍ଡିରେ ଡ଼ବଲ ମର୍ଡର, ୨ ଜଣଙ୍କୁ ହତ୍ୟା କରି ଜାଳି ଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗାଁରେ ଡ଼ବଲ ମର୍ଡର। ବୁଧବାର ବିଳମ୍ବିତ ରାତି ଗାଁ ଭିତରେ ୨ ଜଣଙ୍କୁ ବୀଭତ୍ସ ଭାବେ ହତ୍ୟା କରି ସେମାନଙ୍କୁ ଗାଁ ମଝିରେ ଜାଳି ଦେବା ସହ ଗୋଟିଏ ବାଇକ ମଧ୍ୟ ଜାଳି ଦେଇଛନ୍ତି ଦୁର୍ବୃତ୍ତ। ମୃତକ ଦୁଇଜଣ ହେଲେ ଶିବ ଗୌଡ଼ ଓ ଲିଟୁ…

ଡବଲ ମର୍ଡର ମାମଲାରେ ଜାମିନ୍ ପାଇଲେ ପୂର୍ବତନ ବିଧାୟକ ଅନୁପ ସାଏ

ଝାରସୁଗୁଡ଼ା: ମାଆ, ଝିଅଙ୍କୁ ହତ୍ୟା ମାମଲାରେ ପୂର୍ବତନ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ବିଳାସପୁର ହାଇକୋର୍ଟ । ୨୦୧୬ ମସିହାରେ ଘଟିଥିବା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଥିଲେ…

ସାଲବିରାରେ ଡବଲ ମର୍ଡର । ଗାଁ ମୁଖିଆଙ୍କୁ ନିର୍ମମ ଭାବେ ହତ୍ୟା

ସୁନ୍ଦରଗଡ : ଗାଁ ମୁଖିଆଙ୍କୁ ନିର୍ମମ ଭାବେ ହତ୍ୟା। ହେଲେ ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି ମୁଖିଆଙ୍କୁ ହତ୍ୟା କରିଥିବା ଅଭିଯୁକ୍ତକୁ ବି ହତ୍ୟା କରାଯାଇଛି । ଗାଁରେ ଦୁଇଟି ଦୁଇଟି ହତ୍ୟାକାଣ୍ଡ ନେଇ ଚିନ୍ତା ବଢିବାରେ ଲାଗିଛି । ଏହି ଘଟଣା ଘଟିଛି ସୁନ୍ଦରଗଡ଼ର ସାଲବିରା ଗାଁରେ। ସାଲବିରା…

ଚଷାନିମଖଣ୍ଡିରେ ୨ଜଣଙ୍କୁ ହତ୍ୟା : ବାଇକରେ ଫେରୁଥିବା ବେଳେ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଗଞ୍ଜାମ : ଦିଗପହଣ୍ଡିରେ ଡବଲ ମର୍ଡର। ଚଷାନିମଖଣ୍ଡିରେ ୨ଜଣଙ୍କୁ ହତ୍ୟା କରାଯାଇଛି । ପାଖ ଗାଁରୁ ରାତିରେ ବାଇକରେ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ରାଜନୈତିକ ଶତ୍ରୁତାରୁ ହତ୍ୟାକାଣ୍ଡ ସନ୍ଦେହ କରାଯାଉଛି । ମୃତକ ହେଉଛନ୍ତି ସରୋଜ ପାତ୍ର ଓ ସୁଦର୍ଶନ ସୁଆର ।…

ରାଜଧାନୀରେ ଡବଲ ମର୍ଡର ଘଟଣା : ନିର୍ଯାତନା ଯୋଗୁ ହତ୍ୟା କରିଥିଲା ଅଭିଯୁକ୍ତ

ଭୁବନେଶ୍ଵର: ରାଜଧାନୀରେ ଡବଲ ମର୍ଡର ଘଟଣା । ଏନେଇ  ପୋଲିସ ସୂତ୍ରରୁ ଏକ ରୋଚକ ତଥ୍ୟ ମିଳିଛି । ସ୍ତ୍ରୀ ଓ ଶାଳୀ ନିର୍ଯାତନା ଦେଉଥିବାରୁ ରାଗରେ ହତ୍ୟା କରିଥିଲା ଅଭିଯୁକ୍ତ  । ରାଗର ବଶବର୍ତ୍ତୀ ହୋଇ ଦୁହିଁଙ୍କୁ ଶେଷ କରିଦେବା ପାଇଁ ନିଷ୍ପତ୍ତି ନେଇଥିଲା ବିଜୟ କେତନ ସେଠୀ । ଆଉ ଶେଷରେ…

ବରଗଡ଼ରେ ପାରିବାରିକ କଳହର ଉଗ୍ରରୂପ : ଦୁଇ ଭାଇଙ୍କ ଆକ୍ରମଣରେ ଉଜୁଡି ଗଲା ପରିବାର

ବରଗଡ଼ : ମାହାଙ୍ଗା ପରେ ବରଗଡ଼ରେ ଦେଖିବାକୁ ମିଳିଛି ପାରିବାରିକ କଳହର ଉଗ୍ରରୂପ । ସମ୍ପର୍କୀୟ ଭାଇଙ୍କ ଆକ୍ରମଣରେ ବାପା ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ବୋହୂକୁ ମେଡିକାଲରେ ଭର୍ତ୍ତି କରଯାଇଛି । ଏଭଳି ଦୁଖଃଦ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ…

ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ: ୨ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

କୋରାପୁଟ: କୋରାପୁଟ ଜିଲ୍ଲା ଦାମନଯୋଡ଼ି ଥାନା ଅଂଚଳରେ  ହତ୍ୟାକାଣ୍ଡ ।  ଚୈତ୍ର ପର୍ବ ଚାଲିଥିବା ବେଳେ ୨ ସାହି ମଧ୍ୟରେ ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ ହୋଇଛି। ସଂଘବଦ୍ଧ ଆକ୍ରମଣରେ ଦାମନଯୋଡ଼ି ଥାନା ସିନ୍ଧିପାର ଗାଁର ୨ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବାର ସୂଚନା…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶାଶୁ ବୋହୁଙ୍କୁ ଗଳାକାଟି ହତ୍ୟା

ବଲାଙ୍ଗୀର : ବଲାଙ୍ଗୀରରେ ଚାଞ୍ଚଲ୍ୟ। ଡବଲ ମର୍ଡ଼ର ନେଇ ଆତଙ୍କିତ ହୋଇପଡ଼ିଛନ୍ତି ଲୋକେ। ତୁଷୁରା ଥାନା ନୂଆପଡ଼ାରେ ଶାଶୁ ବୋହୁଙ୍କୁ ଗଳାକାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ ମାନେ। ମୃତକ ଦୁଇଜଣ ହେଲେ ବୋହୁ ଅମ୍ବିକା ମେହେର ଓ ଶାଶୁ ପ୍ରେମଶିଳା ମେହେର। ଘରେ ଶାଶୁବୋହୁ ଏକାକି ଥିବା ବେଳେ…

ଭୁବନେଶ୍ବର କଳିଙ୍ଗନଗର ଡବଲ ମର୍ଡର ଘଟଣା, ସେୟାର ମାର୍କେଟରେ କ୍ଷତି ଯୋଗୁଁ ସ୍ତ୍ରୀ ଓ ପୁଅକୁ ହତ୍ୟା

ଭୁବନେଶ୍ବର : ଭୁବନେଶ୍ବର କଳିଙ୍ଗନଗର ଡବଲ ମର୍ଡର ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ୍ ପୋଲିସ । ଦେବାଳିଆ କାରଣରୁ ପ୍ରଥମେ ସ୍ତ୍ରୀ ଓ ପରେ ପୁଅକୁ ହତ୍ୟା କରିଛି ଅଭିଯୁକ୍ତ ଅବନ୍ତି ମଙ୍ଗରାଜ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ଉମାଶଙ୍କର ଦାଶ । ହତ୍ୟା କରିବା ପାଇଁ ଅଭିଯୁକ୍ତ…

ରାଜଧାନୀ ଭୁବନେଶ୍ୱରରେ ଡବଲ ମର୍ଡର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଡବଲ ମର୍ଡର । ତମାଣ୍ଡୋ ଥାନା କଳିଙ୍ଗନଗର ଅଞ୍ଚଳରେ ଡବଲ ମର୍ଡର।୧୦ ବର୍ଷର ପୁଅ ଓ ସ୍ତ୍ରୀକୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ। ଘରେ ପଡ଼ିଛି ଉଭୟଙ୍କ ମୃତଦେହ। ଅଭିଯୁକ୍ତ ସ୍ୱାମୀ ଫେରାର। ଘଟଣା ସ୍ଥଳରେ ତମାଣ୍ଡୋ ଥାନା ପୋଲିସର ତଦନ୍ତ ଜାରି।