Latest Odisha News

BREAKING NEWS

Browsing Tag

dr. harsh vardhan

ହର୍ଷବର୍ଦ୍ଧନ କହିଲେ, ‘ପ୍ରଥମେ ଟିକା ମୁଁ ନେବି’

ନୂଆଦିଲ୍ଲୀ: ୨୦୨୧ ପ୍ରଥମ ଚାରି ମାସ ଭିତରେ ଆସିପାରେ କରୋନ ଭ୍ୟାକସିନ୍ । ତେବେ ଭ୍ୟାକସିନ୍ ଆସିବା ପରେ ପ୍ରଥମେ ମୁଁ ନେବି। ରବିବାର ଏଭଳି କିଛି କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ । ହର୍ଷବର୍ଦ୍ଧନ କହିଛନ୍ତି ଯେ, ଯଦି ଲୋକଙ୍କ ମନରେ କରୋନା ଭ୍ୟାକସିନକୁ ନେଇ…

ବର୍ଷ ଶେଷ ସୁଦ୍ଧା ଭାରତକୁ ମିଳିପାରେ କୋଭିଡ ଟିକା

ନୂଆଦିଲ୍ଲୀ: କରୋନା ମହାମାରୀ ସାରା ଦେଶରେ କାୟା ବିସ୍ତାର କରିଚାଲିଥିବା ବେଳେ ଆଜି କେନ୍ଦ୍ର ସରକାର ନୂଆ ଆଶା ଦେଖାଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି ଯେ, ଯଦି ସବୁ କିଛି ଠିକ୍ ରହେ ତେବେ ଚଳିତବର୍ଷ ଶେଷ ସୁଦ୍ଧା ଭାରତକୁ କରୋନା ଟିକା ମିଳିଯାଇପାରେ ।…

ଦେଶରେ ବଢ଼ୁଛି ସୁସ୍ଥ ହାର, କମୁଛି ମୃତ୍ୟୁ ହାର: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ପାଇଁ ଆସିଛି ଆଶ୍ୱସ୍ତିକର ଖବର । କୋଭିଡ-୧୯ରେ ଏଯାଏଁ ରେକର୍ଡ ସଂଖ୍ୟକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ ଦୁଇ ତୃତୀୟାଂଶ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଏନେଇ ଆଜି ଗ୍ରୁପ୍ ଅଫ୍ ମିନିଷ୍ଟର୍ସ ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ.ହର୍ଷବର୍ଦ୍ଧନ…

ସଫଳତା ଦିଗରେ ‘କୋଭାକ୍ସିନ୍‌’: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ରୋଗୀଙ୍କ ପାଇଁ ଆସିଛି ଆଶ୍ୱସ୍ତିକର ଖବର । ଆରମ୍ଭ ହୋଇଛି ଭାରତର ସ୍ୱଦେଶୀ କରୋନା ଟିକାର ମାନବ ପରୀକ୍ଷଣ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥମନ୍ତ୍ରୀ ହର୍ଷବର୍ଦ୍ଧନ । ଭ୍ୟାକ୍‌ସିନ୍ ତିଆରି ପ୍ରକ୍ରିୟାରେ ମିଳିଛି ସକାରାତ୍ମକ ସଂକେତ…

ଭାରତରେ ଏଯାଏଁ ଗୋଷ୍ଠୀ ସଂକ୍ରମଣ ହୋଇନି: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଭାରତରେ ଏଯାଏଁ ହୋଇନି ଗୋଷ୍ଠୀ ସଂକ୍ରମଣ । ଦିନକୁ ଦିନ ଦେଶରେ ସଂକ୍ରମଣ ବଢ଼ୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ଆମେ ଗୋଷ୍ଠୀ ସଂକ୍ରମଣ ଷ୍ଟେଜକୁ ଯାଇନେ । ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି । ଭାରତରେ କେହି ମଧ୍ୟ ଗୋଷ୍ଠୀ ସଂକ୍ରମଣର ଶିକାର ହୋଇ ନାର୍ହି…