ଗୁଜବରେ ବିଶ୍ୱାସ ନକରି ଟିକା ନେବାକୁ ଅପିଲ କଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ
ଭୁବନେଶ୍ୱର: କୋଭିଡ୍ ଟିକା ନେଉଛି ଓଡ଼ିଶା । ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦିଆଯାଉଛି । ଆଜି କ୍ୟାପିଟାଲ୍ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ ବି ଟିକା ନେଇଛନ୍ତି । ସେ କହିଛନ୍ତି, କୌଣସି ପାର୍ଶ୍ଵ ପ୍ରତିକ୍ରିୟା ନାହିଁ । ଟିକା ନେବାର ଅଧଘଣ୍ଟା…