Latest Odisha News
Browsing Tag

Draupadi Murmu

୮ ତାରିଖରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ । ରାଷ୍ଟ୍ରପତି ନିର୍ବାଚନ ପାଇଁ ସାଂସଦ, ବିଧାୟକମାନଙ୍କୁ ଭେଟିବେ ମୁର୍ମୁ । ପୂର୍ବରୁ ଦ୍ରୌପଦୀ ମୁର୍ମୁ ବିହାର, ଝାଡ଼ଖଣ୍ଡ, ତାମିଲନାଡୁ, ତେଲଙ୍ଗାନା ଆଦି ରାଜ୍ୟ ଗସ୍ତ କରିଥିବା ବେଳେ ଓଡ଼ିଶା…

[ଦେଖନ୍ତୁ ଭିଡିଓ] ଓଡ଼ିଆ ଝିଅ ରାଷ୍ଟ୍ରପତି ହେବାକୁ ସହ୍ୟ କରିପାରୁନି କଂଗ୍ରେସ: ସମୀର ମହାନ୍ତି

ଭୁବନେଶ୍ୱର: ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ବାସିନ୍ଦା ଦୀର୍ଘ ଦିନ ଧରି କଂଗ୍ରେସ ଦଳକୁ ଶାସନ କ୍ଷମତାରେ ବସାଇଥିଲେ । ଆଜି ଯେତେବେଳେ ଜଣେ ଓଡ଼ିଆ ଆଦିବାସୀ ଝିଅ ଦେଶ ସମ୍ବିଧାନର ସର୍ବୋଚ୍ଚ ପଦବୀରେ ଅଳଙ୍କୃତ ହୋଇ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି, ସେତେବେଳେ ସେହି ଓଡ଼ିଶା କଂଗ୍ରେସ ଦଳ…

ଦିଲ୍ଲୀ ଗଲେ ଦ୍ରୈାପଦୀ ମୁର୍ମୁ: ଆସନ୍ତାକାଲି ପ୍ରାର୍ଥୀପତ୍ର ଦାଖଲ କରିବେ

ଭୁବନେଶ୍ବର:   ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଦିଲ୍ଲୀ ଯାଇଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁ ।  ଦ୍ରୌପଦୀ ମୁର୍ମୁଙ୍କ ସହ ଭୁବନେଶ୍ବର ଜିଲ୍ଲା ସଭାପତି ବାବୁ ସିଂହଙ୍କ ସମେତ ବହୁ ନେତା, ଶୁଭେଚ୍ଛୁ ଓ ସମର୍ଥକ ବିମାନବନ୍ଦରରେ ଉପସ୍ଥିତ ଥିଲେ।  ସେମାନଙ୍କ…

ଦ୍ରୌପଦୀଙ୍କ ପ୍ରାର୍ଥୀତ୍ୱ ନେଇ ଗଞ୍ଜାମ ବିଜେପିରେ ଖୁସି

ବ୍ରହ୍ମପୁର : ରାଷ୍ଟ୍ରପତି ପଦବୀ ପାଇଁ ଏନ୍‌ଡିଏ ତରଫରୁ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ହୋଇଛନ୍ତି । ଏହାକୁ ନେଇ ଗଞ୍ଜାମ ବିଜେପିରେ ଖୁସିର ଲହର ଖେଳିଯାଇଛି । ବୁଧବାର ଅପରାହ୍ନରେ ବ୍ରହ୍ମପୁର ଗାନ୍ଧିନଗର ଛକ ଠାରେ ବାଣ ଫୁଟାଇ ଏବଂ ମିଠା ଖୁଆଇ ଦଳର ନେତାମାନେ ଖୁସି ପ୍ରକାଶ କରିଥିଲେ ।…

ରାଜନୀତିରେ ମୟୂରଭଞ୍ଜର ଦବଦବା ବଢ଼ୁଛି

ଭୁବନେଶ୍ବର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ହେବା ପରେ ଏବେ ଜାତୀୟ ରାଜନୀତିରେ ଓଡ଼ିଶାର ଚର୍ଚା ଜୋର ଧରିଛି । କେବଳ ଓଡ଼ିଶାର ଚର୍ଚା ହେଉନାହିଁ ମୟୁରଭଞ୍ଜ ଜିଲ୍ଲାର ରାଜନୀତି, ରାଜନେତାଙ୍କ ଆଲୋଚନା ମଧ୍ୟ ଜୋରଦାର ହେଉଛି । ତେବେ ମୟୂରଭଞ୍ଜ ଜିଲ୍ଲା ଗିରିଶ ଚନ୍ଦ୍ର ମୁର୍ମୁଙ୍କ ପରେ…

ପ୍ରଥମ ଆଦିବାସୀ ରାଷ୍ଟ୍ରପତି ହେବେ ଦ୍ରୈାପଦୀ ମୁର୍ମୁ

ଭୁବନେଶ୍ବର: ପ୍ରଥମ ଆଦିବାସୀ ରାଷ୍ଟ୍ରପତି ହେବେ ଦ୍ରୈାପଦୀ ମୁର୍ମୁ । ଓଡ଼ିଶାର  ମହିଳା ନେତ୍ରୀ ଦ୍ରୈାପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ବିଜେଡି ସଭାପତି ନବୀନ କହିଛନ୍ତି “ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ…

ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦୌପଦୀ ମୁର୍ମୁ  ହୋଇଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ । ପ୍ରାର୍ଥୀ ଚୟନ ପାଇଁ ବିଜେପି ଦଳର ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏନଡିଏ ପକ୍ଷରୁ ଏହି ଘୋଷଣା କରିଛନ୍ତି । …

କିଏ ହେବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ? ରେସରେ ସବୁଠୁ ଆଗରେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ଏବେ କିଏ ହେବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି । ଏହାରି ଭିତରେ ସବୁଠୁ ଆଗରେ ରହିଛି ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କ ନାଁ । କେବଳ ମୁର୍ମୁ ନୁହେଁ ଅନେକ ପ୍ରାର୍ଥୀଙ୍କ ନାଁ…